ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ ଏଥିରୁ ଅଧାଗ୍ଲାସେ …

ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌ ଏବଂ ଭିଟାମିନ୍‌ ଆଦି ପୋଷକ ତତ୍ତ୍ୱ ରହିଥାଏ। ସେହିପରି ହଳଦୀ ଏକ ପ୍ରାକୃତିକ ଆଣ୍ଟିବାୟୋଟିକ୍‌ ଭାବେ କାର୍ଯ୍ୟ କରିଥାଏ। ହଳଦୀ ମିଶା କ୍ଷୀର ପିଇଲେ ମାନସିକ ଅବସାଦ ଦୂର ହୋଇଥାଏ। ତେବେ ଏହାକୁ ଆବଶ୍ୟକ ମାତ୍ରାରେ ପିଇବା ଦ୍ୱାରା ସୁଫଳ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ବିଧାୟକଙ୍କୁ ନିନ୍ଦା କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୧୨: କର୍ନାଟକର କଂଗ୍ରେସ ବିଧାୟକ କେ ଆର ରମେଶ କୁମାରଙ୍କ ‘ବଳାତ୍କାରର ମଜା ନିଅ’ ମନ୍ତବ୍ୟକୁ ନେଇ ନିନ୍ଦା କରିଛନ୍ତି ପ୍ରିୟଙ୍କା ଗାନ୍ଧୀ ଭଦ୍ରା। କଂଗ୍ରେସ...

ଲମ୍ବା ଜେରା ପରେ ଗିରଫ ହେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୯।୧୦: ଲଖିମପୁର ଖେରି ହିଂସା ଘଟଣାରେ ଶନିବାର ସନ୍ଧ୍ୟାରେ ଜୁନିୟର ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରାଯାଇଛି। ଗିରଫ ପୂର୍ବରୁ...

ବୋରିସ୍‌ଙ୍କ ଭାରତ ଗସ୍ତ ବାତିଲ…

ନୂଆଦିଲ୍ଲୀ,୧୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି...

ଶୁକ୍ରବାର ନମାଜ ପାଠ ପୂର୍ବରୁ ଆଗ୍ରା, ମଥୁରା, ଫିରୋଜାବାଦରେ ଇଣ୍ଟରନେଟ ସେବା ବନ୍ଦ

ଆଗ୍ରା,୨୬।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଲାଗିରହିଥିବା ହିଂସା ଥମିବାର ନା ନେଉନି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶର ୩ଟି ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରି...

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି...

ଯେଜେରୋ କ୍ରେଟର

ଅନନ୍ତ ଓ ରହସ୍ୟପୂର୍ଣ୍ଣ ବିଶ୍ୱବ୍ରହ୍ମାଣ୍ଡ। ଯେଉଁଠି ରହିଛନ୍ତି ଅଗଣିତ ଛାୟାପଥ, କୃଷ୍ଣ ଗହ୍ବର, ଗ୍ରହ ଓ ନକ୍ଷତ୍ର। ସ୍ବର୍ଗ ଗଙ୍ଗା ହେଉଛି ଏପରି ଏକ ଛାୟାପଥ,...

୧୩ରୁ ଆରମ୍ଭ ହେବ କୋଭିଡ୍‌-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ, ୪ା୨- ଟିକାକରଣ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟରେ କୋଭିଡ-୧୯ ଭାକ୍ସିନର ପ୍ରଥମ ଡୋଜ ନେଇଥିବା ସ୍ବସ୍ଥ୍ୟକର୍ମୀଙ୍କୁ ଆସନ୍ତା ୧୩ ତାରିଖରେ ଦ୍ୱିତୀୟ ଡୋଜ ଦିଆଯିବ। ଏ...

ସଂରକ୍ଷଣ ଦାବି ମୌଳିକ ଅଧିକାର ନୁହେଁ

ନୂଆଦିଲ୍ଲୀ,୧୦ା୨(ପି.ଟି.): ସରକାରୀ ଚାକିରିରେ ସଂରକ୍ଷଣ ଦାବି ମୌଳିକ ଅଧିକାର ନୁହେଁ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସ୍ପଷ୍ଟ କରିଛନ୍ତି। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି)...

Advertisement
Archives

Model This Week