Posted inଜାତୀୟ

ରାତିରେ ଶୋଇ ପାରିଲେନି ଚିନ୍ମୟାନନ୍ଦ

ଶାହାଜହାନପୁର,୨୧।୯: ଏକ ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଶୁକ୍ରବାର ଜେଲ୍‌ରେ ପ୍ରଥମ ରାତି କାଟିଛନ୍ତି। ଜଣେ ଆଇନ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଶୁକ୍ରବାର ତାଙ୍କୁ ଗିରଫ କରାଯିବା ପରେ ସେ ତାଙ୍କର ସମସ୍ତ ଦୋଷ ସ୍ବୀକାର କରିଥିଲେ। ଏହାପରେ ତାଙ୍କୁ ଜିଲା କାରାଗାରରେ ସାଧାରଣ କଏଦୀଙ୍କ ଭଳି ରଖାଯାଇଥିଲା। ଦ୍ୱିପ୍ରହରରେ ଓ ସନ୍ଧ୍ୟାରେ ଅଳ୍ପ ଭୋଜନ ଗ୍ରହଣ କରିବା ସହ ସେ ରାତିରେ ଆଦୌ ଶୋଇ ପାରି ନ ଥିଲେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଜଣେ ଆଇନ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ମାନୀରୁ ଭାରତ ମଗାଇବ ୨୩ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: ପ୍ରତିରକ୍ଷା ମନ୍ତ୍ରଣାଳୟ ଜର୍ମାନୀରୁ ୨୩ଟି ମୋବାଇଲ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ (ଉଦ୍ଭିଦ) ମଗାଇବାକୁ ନିଷ୍ପତ୍ତି ନେଇଛି। ପ୍ରତ୍ୟେକ ପ୍ଲାଣ୍ଟ ମିନିଟ୍‌ ପିଛା ୪୦ ଲିଟର...

ଆଖି ବୁଜିଲେ ୩୮ ରୋଗୀ

ନୂଆଦିଲ୍ଲୀ,୨୪ା୪: ଜାତୀୟ ରାଜଧାନୀ ଦିଲ୍ଲୀର ଅନେକ କୋଭିଡ୍‌ ହସ୍ପିଟାଲରେ ୪ ଦିନ ହେଲା ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ ରୋଗୀ ଆଖି ବୁଜିବାରେ ଲାଗିଛନ୍ତି। ଏହିକ୍ରମରେ ସାର୍‌...

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର...

‘ସୀତା ମାତାଙ୍କ ଚିର ହରଣ’: ସୁରଜେୱାଲାଙ୍କ ବିବାଦୀୟ ବୟାନକୁ ନେଇ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୧୦ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର କଂଗ୍ରେସର ମୁଖ୍ୟ ପ୍ରବକ୍ତା ରଣଦୀପ ସୁରଜେୱାଲାଙ୍କୁ ଟାର୍ଗେଟ କରିଛି । ଉଦୟପୁରରେ ସେ ଦେଇଥିବା ଏକ ଟିପ୍ପଣିକୁ...

ପର୍ନ ଫିଲ୍ମ ମାମଲା: ରାଜ କୁନ୍ଦ୍ରା ଗିରଫ

ମୁମ୍ବାଇ,୧୯।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ସୋମବାର ରାତିରେ ଗିରଫ କରିଛି। ସେ ଅଶ୍ଳୀଳ...

ରାସ୍ତାକଡରେ ଶୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ: ୮ ଜୀବନ ଗଲା

ଗାନ୍ଧୀନଗର,୯।୮:ଗୁଜରାଟର ଆମରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଶୋଇଥିବା ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ...

ପ୍ରବଳ ବର୍ଷା: ବମ୍ବେ ହାଇକୋର୍ଟ ଘୋଷଣା କଲା ‘ରେନି ଡେ’

ମୁମ୍ବାଇ, ୨୩।୯: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇରେ ସାଧାରଣ ଜୀବନ ଯାତ୍ରା ଅଚଳ ହୋଇ ପଡ଼ିଛି। ରାସ୍ତାଘାଟରେ ଛାତିଏ ପାଣି ଜମି ରହିଛି। ଏହାକୁ ଦୃଷ୍ଟିରେ...

ଭାଜପା ବିଧାୟକ କହିଲେ, ପ୍ରଜ୍ଞାଙ୍କୁ ସଲାମ, ଗଡ୍‌ସେ ହେଉଛନ୍ତି ଅସଲ ଦେଶଭକ୍ତ

ଗୁଆହାଟୀ,୨୯।୧୧: ଭାଜପା ଏମ୍‌ପି ସ୍ବାଧୀ ପ୍ରଜ୍ଞା ଠାକୁର ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଦେଶଭକ୍ତ କହିଛନ୍ତି। ଆସାମର...

Advertisement
Archives

Model This Week