ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ।  ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା ଘଣ୍ଟେ ପରେ ସେଓ ଖାଇଲେ ହଜମ ପ୍ରକ୍ରିୟା ଭଲ ହୋଇଥାଏ। ସେଓରେ ଆସ୍କରବିକ୍‌ ଏବଂ ମାଲିକ୍‌ ଏସିଡି ଥାଏ। ଏହା ପେଟରେ ଏସିଡି ସୃଷ୍ଟି କରିଥାଏ। ଫଳରେ ଖାଦ୍ୟ ହଜମ ହେବା ସହଜ ହୋଇଥାଏ। ତେବେ ରାତିରେ ସେଓ ଖାଇବାକୁ ଚିକିତ୍ସକ ବାରଣ କରିଥାନ୍ତି। ସୂର୍ଯ୍ୟାସ୍ତ ପରେ ସାଧାରଣତଃ ହଜମ ହେବା ପ୍ରକ୍ରିୟା ଧିମା ହୋଇ ଯାଇଥାଏ। ତେଣୁ ସେଓ ଖାଇଲେ ଏହା ଏସିଡ୍‌ ସୃଷ୍ଟି କରିବା ସହିତ ଦୀର୍ଘ ସମୟ ଧରି ପେଟରେ ରହିଥାଏ। ଏହାଯୋଗୁ ରାତିରେ ନିଦ ଭଲରେ ହୋଇ ନ ଥାଏ। ସେଥିପାଇଁ ରାତିରେ ସେଓ ଖାଇବାକୁ ମନା କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘କିଛି ଦିନ ଏକାଠି ରହିବା ଲିଭ୍‌-ଇନ୍‌ ରିଲେସନଶିପ୍‌ ନୁହେଁ’

ଚଣ୍ଡିଗଡ଼, ୧୬ା୧୨: ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି, ତେବେ ତାହାକୁ ଲିଭ୍‌-ଇନ୍‌ ରିଲେସନଶିପ୍‌ କୁହାଯାଇପାରିବ ନାହିଁ।...

ବିରୋଧୀ ଦଳ ନେତାଙ୍କ ସହ: ଆଜି ଶ୍ରୀନଗର ଯିବେ ରାହୁଲ

ନୂଆଦିଲ୍ଲୀ,୨୪।୮(ପି.ଟି.): ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି ଶନିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗର ଗସ୍ତ କରିବେ। ଉପତ୍ୟକାବାସୀଙ୍କୁ ଭେଟିବା ଲାଗି...

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ...

ପେଟରୁ ବାହାରିଲା ଏଲ୍‌ଇଡି ବଲ୍‌ବ

ଫରିଦାବାଦ୍‌,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍‌ଇଡି ବଲ୍‌ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ...

ଓଆର୍‌ଓପି: କେନ୍ଦ୍ରର ଘୋଷଣା ବାସ୍ତବତାଠାରୁ ଭିନ୍ନ

ନୂଆଦିଲ୍ଲୀ, ୧୭ା୨: କେନ୍ଦ୍ରର ଓ୍ବାନ୍‌ ର଼୍ୟାଙ୍କ ଓ୍ବାନ୍‌ ପେନସନ୍‌ (ଓଆର୍‌ଓପି) ନୀତି ଅନୁସାରେ ପୂର୍ବତନ ସେନା କର୍ମଚାରୀଙ୍କୁ ଭତ୍ତା ମିଳିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ମଙ୍ଗଳବାର ପ୍ରଶ୍ନ...

ତ୍ୱଚାରେ ଆସିବ ଚମକ

ତ୍ୱଚାରେ କିପରି ଗ୍ଳୋ ଆସିବ ଏବଂ ତାହା ଆକର୍ଷଣୀୟ ଦେଖାଯିବ ସେ ସମ୍ପର୍କରେ ଟିପ୍ସ… ବୟସ ବଢ଼ିବା ସାଙ୍ଗକୁ ତ୍ୱଚା ପ୍ରତି ଅଧିକ ଧ୍ୟାନ ଦେବା...

ଜୁନ୍‌ ୨୭ରେ ଯଶଓ୍ବନ୍ତ ଦାଖଲ କରିବେ ନାମାଙ୍କନ…

ନୂଆଦିଲ୍ଲୀ, ୨୪।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଙ୍କ ପ୍ରାର୍ଥୀ ୟଶୱନ୍ତ ସିହ୍ନା ଜୁନ ୨୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ନାମାଙ୍କନପତ୍ର ଦାଖଲ...

ସୁସ୍ମିତା ଦେବଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୩।୧୦: ୨୦୨୩ରେ ହେବାକୁ ଥିବା ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଚାର ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ସୁସ୍ମିତା ଦେବଙ୍କ କାର୍‌କୁ ଆକ୍ରମଣ...

Advertisement
Archives

Model This Week