ରାତି ପାହିଲେ ସାବିତ୍ରୀ: ଫଳ ଦୋକାନରେ ଅସମ୍ଭାଳ ଭିଡ଼, ଦର ଆକାଶଛୁଆଁ

ପାଟଣା,୨୧ା୫(ସ୍ବ.ପ୍ର.): ରାତି ପାହିଲେ ସାବିତ୍ରୀ ବ୍ରତ। ଏନେଇ କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ତୁରୁମୁଙ୍ଗା ଓ ସାହାରପଡ଼ା ବଜାରସ୍ଥିତ ଫଳ ଦୋକାନଗୁଡିକରେ ଗୁରୁବାର ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି । ଚଳିତବର୍ଷ ଜ୍ୟୋଷ୍ଠ ମାସରେ ଗୁଳୁଗୁଳି ବଢ଼ି ନ ଥିବାରୁ ସ୍ବାଭାବିକ ଭାବେ ଆମ୍ବ, ପଣସ ଓ ଲିଚୁ ଆଦି ସ୍ଥାନୀୟ ଅଞ୍ଚଳରେ ପାଚିପାରି ନାହିଁ। ଏପଟେ ଲକ୍‌ଡାଉନ୍‌ କଟକଣା ଯୋଗୁ ଚଢ଼ା ଦରରେ ବାହାର ରାଜ୍ୟରୁ ଆମ୍ବ , ଲିଚୁ, କଦଳୀ, ସେଓ ଏବଂ ଅଙ୍ଗୁର ଆସୁଥିବାରୁ ଫଳ ଦର ମଧ୍ୟ ଢେର ଅଧିକ ରହିଥିବା ଜଣେ ଫଳଦୋକାନୀ ପ୍ରକାଶ କରିଛନ୍ତି। ପାଟଣା ଅଞ୍ଚଳରେ ଆମ୍ବ କିଲୋପିଛା ୧୦୦-୧୨୦, ସେଓ ୧୦୦-୨୦୦, ଅଙ୍ଗୁର ୧୨୦-୧୪୦, ଲିଚୁ ୧୪୦-୧୬୦ରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri