ବାଲେଶର ଅଫିସ, ୧୮।୧୨:ବାଲେଶର ଜିଲାର ଏଫ୍ସିଆଇ ଅଫିସର ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ମୟୁରଭଞ୍ଜର ବଢ଼ା ମାରାଣ୍ଡି । ମଙ୍ଗଳବାର ରାତିରେ ବାଲେଶ୍ୱର ସହଦେଖୁଣ୍ଟା ଥାନା ଗୁଡିପଦାର ଭଡା ଘରେ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ ସହଦେବଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ପ୍ରାଥମିକ ଅନୁଯାୟୀ, ବଢ଼ା ମାରାଣ୍ଡିଙ୍କ ସହ ରହୁଥିବା ଜଣେ ମହିଳାଙ୍କୁ ପୋଲିସ ସନ୍ଦେହ କରୁଛି। ମହିଳା ଜଣଙ୍କ ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All

ହରିଦାସପୁର ରେଳଷ୍ଟେଶନରେ ଗଣଧାରଣା
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନରେ ରବିବାର ଏକ ଶାନ୍ତିପୂର୍ଣ୍ଣ ଗଣ ଧାରଣା ଦିଆଯାଇଛି। ଓଡ଼ିଶାର ସମସ୍ତ ରୁଟ୍ରେ ଦୀର୍ଘ ଦେଢ଼...

ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଗ୍ରାମବାସୀ
କୁତ୍ରା,୧୨।୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର...

ପଡ଼ିଆ ବ୍ଲକ୍ ଅଞ୍ଚଳରେ ମାତିଲେଣି ପଙ୍ଗପାଳ
ପଡ଼ିଆ,୧ା୬ (ଡି.ଏନ୍.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା...

କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ
କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ।...

ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ
ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା...

ସିଆରପିଏଫ କ୍ୟାମ୍ପରେ ଅଘଟଣ, ଜେନେରେଟର କରେଣ୍ଟ ଲାଗି ଯବାନଙ୍କ ମୃତ୍ୟ
ବାଲିଗୁଡା, ୦୮।୦୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍ ସକ୍ରେ ସୋମବାର ଯବାନଙ୍କ...

ସୁରଟରୁ ଦ୍ୱିତୀୟ ଟ୍ରେନ୍ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ସୁରଟରୁ ଆଉ ଏକ ଟ୍ରେନ୍ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮...

ଢେଙ୍କାନାଳ: ୩ ବ୍ଲକରେ ପ୍ରତିଦ୍ୱନ୍ଦ୍ୱିତା
ଢେଙ୍କାନାଳ ଅଫିସ,୨୪।୩: ଢେଙ୍କାନାଳ ଜିଲାରେ ବୁଧବାର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଜିଲାର ୮ ବ୍ଲକ ମଧ୍ୟରୁ ୫ଟିରେ ଉପାଧ୍ୟକ୍ଷ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ...