ରାଧାମାଧବ ପଡ଼ାକୁ ଅପହଞ୍ଚ ମୌଳିକ ସୁବିଧା, ଜିଲାପାଳଙ୍କୁ ଫେରାଦ ହେଲେ ପଡ଼ାବାସୀ

ବରଗଡ଼ ଅଫିସ,୮।୬: ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୭ ରାଧାମାଧବ ପଡ଼ାକୁ ମୌଳିକ ସୁବିଧା ସୁଯୋଗ ମିଳୁ ନ ଥିବା ଅଭିଯୋଗ ହୋଇଛି। ରାସ୍ତାଘାଟ ଭୁଷୁଡି ପଡ଼ିଥିବାବେଳେ ପାନୀୟ ଜଳ ସୁବିଧା ଏବଂ ଡ୍ରେନ ବ୍ୟବସ୍ଥା ନ ଥିବାରୁ ପଡ଼ାବାସୀ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏଭଳି ଅଭିଯୋଗ ନେଇ ପଡ଼ାର ମହିଳାମାନେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ସୋମବାର ଏକ ସ୍ମାରକପତ୍ର ପ୍ରଦାନକରି ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ସ୍ମାରକପତ୍ର ପ୍ରଦାନ ସମୟରେ ସୁନୀତା ନାଗ, ମୀନା ନାଗ, ରୂପମ କ୍ଷେତ୍ରୀ, ସବିତା ସେଠ, ମମତା ଭେସ୍ରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri