ରାନୁଙ୍କର ଖୋଲିଲା ଭାଗ୍ୟ: ପ୍ରଥମ ଗୀତ ପାଇଁ ନେଲେ ୭ ଲକ୍ଷ ପାରିଶ୍ରମିକ

ମୁମ୍ବାଇ, ୨୭।୮: ପଶ୍ଚିମବଙ୍ଗ ରେଳଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁ ମଣ୍ଡଳଙ୍କ ଉପରେ ଭାଗ୍ୟ ଦେବୀ ପ୍ରସନ୍ନ ହୋଇଛନ୍ତି। ତାଙ୍କର ପ୍ରଥମ ଗୀତ ରେକର୍ଡିଂ ହୋଇଛି। ଏଥିରେ ସେ ହିମେଶ ରେଶମିୟାଙ୍କ ସହିତ ଗୀତ ଗାଇଛନ୍ତି। ଏହି ପ୍ରଥମ ଗୀତ ଲାଗି ରାନୁଙ୍କୁ ୭ ଲକ୍ଷ ଟଙ୍କା ପାରିଶ୍ରମିକ ଦିଆଯାଇଛି। ତେବେ ଏହାକୁ ପ୍ରଥମେ ରାନୁ ନେବାକୁ ମନା କରୁଥିଲେ। ପରେ ସେ ପାରିଶ୍ରମିକ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ରାନୁଙ୍କ ଗୀତ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବା ପରେ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିଯାଇଥିଲା। ଶେଷରେ ବଲିଉଡ୍‌ରେ ସେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କଠୁ ଅଲଗା ହେବା ପରେ ଏହି ଅଭିନେତାଙ୍କୁ ଡେଟ୍‌ କରିଥିଲେ ଅଙ୍କିତା !

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନିତି ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହି ସମୟରେ ଚର୍ଚ୍ଚାରେ ମଧ୍ୟ ରହିଛନ୍ତି ତାଙ୍କ...

ଶିବରାତ୍ରୀ ଅବସରରେ ପ୍ରଭାସଙ୍କ ‘ରାଧେ ଶ୍ୟାମ’ ର ନୂଆ ପୋଷ୍ଟର ରିଲିଜ୍‌

ଆଜି ହେଉଛି ମହାଶିବରାତ୍ରୀ। ଏହି ଦିନ ଶିବ ଭକ୍ତଙ୍କ ପାଇଁ ଅତ୍ୟନ୍ତ ଶୁଭ ଦିନ। ଏହି ଶୁଭ ଅବସରରେ ଲୋକମାନେ ଜୀବନର ନୂତନ କାର୍ଯ୍ୟ କରିଥାନ୍ତି।...

୨୦ ବର୍ଷ ପୁରୁଣା ଜ୍ୟାକେଟ ପିନ୍ଧିଲେ ସୋନାଲି

ମୁମ୍ବାଇ: ୯୦ ଦଶକର ନାୟିକା ସୋନାଲି ବେନ୍ଦ୍ରେ ଏବେ ଚର୍ଚ୍ଚାରେ । କିଛି ଦିନର ଅସୁସ୍ଥତା ପରେ ଏବେ ସେ ସୁସ୍ଥ ହୋଇ ପ୍ରାୟ ଅଭିନୟ...

କରୋନାରେ ଏହି ପ୍ରସିଦ୍ଧ ଅଭିନେତା ଭାଇଙ୍କ ପରଲୋକ

ବଲିଉଡ୍‌ ଅଭିନେତା ଦିଲୀପ କୁମାରଙ୍କ ସାନ ଭାଇ ଅସଲମ ଖାନଙ୍କର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଥିଲେ। ତାଙ୍କୁ ୮୦ ବର୍ଷ ହୋଇଥିଲା।ଅସଲମଙ୍କ ବଡ...

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ...

ଗାଜିଆବାଦି ଭାଷା ଶିଖୁଛନ୍ତି କିଆରା

ମୁମ୍ବାଇ: ବଲିଉଡ୍ ବିୟୁଟି କିଆରା ଆଡଭାନୀ ଖୁବ୍‌ଶୀଘ୍ର ଫିଲ୍ମ ‘ଇନ୍ଦୁ କି ଯବାନୀ’ରେ ନଜର ଆସିବେ । ଏଥିରେ ସେ ଯେଉଁ ଚରିତ୍ରରେ ଅଭିନୟ କରିଛନ୍ତିି...

‘ଦବଙ୍ଗ-୩’ ପାଇଁ ପଛରେ ପଡିଲା ‘ମର୍ଦାନୀ-୨’

ମୁମ୍ବାଇ: ଏଥର ଫ୍ରାଇଡେରେ ରିଲିଜ୍‌ ହୋଇଥିଲା ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’। ପ୍ରଥମ ଦିନରେ ଏହା କଲେକ୍ସନ କରିଛି ପାଖାପାଖି ୨୪...

ସଲମାନ୍‌ଙ୍କୁ ‘ସଲ୍ଲୁ’ ନାମ ଦେଇଥିଲେ ଏହି ଅଭିନେତା

ବଲିଉଡ୍‌ର ସୁପରଷ୍ଟାର ସଲମାନ୍‌ ଖାନ୍‌। କେହି ତାଙ୍କୁ ଭାଇଜାନ୍‌ କହି ଡାକିଥାନ୍ତି ତ ଆଉ କେହି ସଲ୍ଲୁ। କିନ୍ତୁ ଭାଇଜାନ୍‌ଙ୍କୁ ସଲମାନ୍‌ ଡାକିଲେ ସେ ବେଶି...

Advertisement
Seven Jackpot


Archives

Model This Week