ରାନୁ ମଣ୍ଡଳଙ୍କୁ ଫ୍ଲାଟ୍‌ ଉପହାର ଦେବା ଖବର ଏକ ଗୁଜବ: ସଲମାନ୍‌ ଖାଁ

ମୁମ୍ବାଇ,୨୪।୯: ରେଳଷ୍ଟେଶନରେ ଗୀତ ଗାଇ ପରେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ରାନୁ ମଣ୍ଡଳଙ୍କୁ ସଲମାନ୍‌ ଖାଁ ୫୫ ଲକ୍ଷ ଟଙ୍କାର ଏକ ଫ୍ଲାଟ୍‌ ଉପହାର ଦେଇଥିବା ଖବର କିଛିଦିନ ତଳେ ପ୍ରଚାରିତ ହୋଇଥିଲା। ତେବେ ଏହା ଏକ ଗୁଜବ ବୋଲି ନିଜେ ସଲମାନ୍‌ କହିଛନ୍ତି। ତାଙ୍କୁ ଏ ସମ୍ପର୍କରେ ପଚରାଯିବାରୁ ସେ କହିଛନ୍ତି ଯେ, ମୁଁ ଏହି ଖବର ଶୁଣିଛି। ମାତ୍ର ମୁଁ କିଛି ବି ଉପହାର ଦେଇନାହିଁ। ସେହିପରି ରାନୁ ମଣ୍ଡଳଙ୍କ ମ୍ୟାନେଜର ମଧ୍ୟ ଏହାକୁ ମିଥ୍ୟା ବୋଲି କହିଛନ୍ତି। ଏବେ ସଲମାନ୍‌୍‌ଙ୍କ ଏଭଳି ମନ୍ତବ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶମଶେରା’ରେ କାମ କରିବା ସମୟରେ କ୍ୟାନସରରେ ପୀଡ଼ିତ ଥିଲେ ସଞ୍ଜୟ

ମୁୁମ୍ବାଇ: ବଲିଉଡ ଖଳନାୟକ ସଞ୍ଜୟ ଦତ୍ତ ଏବେ ତାଙ୍କ ଅଗାମୀ ଫିଲ୍ମ ‘ଶମଶେରା’କୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏଥିରେ ତାଙ୍କର ଜୀବନ୍ତ ଅଭିନୟ...

ଝିଅର ଲଭ୍‌ଷ୍ଟୋରୀକୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ

ନିକଟରେ ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର କ୍ରିକେଟର୍‌ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରିଥିଲେ। ରାହୁଲଙ୍କ...

‘ମ୍ୟାଡାମ୍‌ ଚିଫ୍‌ ମିନିଷ୍ଟର’ର ଟ୍ରେଲର୍‌କୁ ନେଇ ହଙ୍ଗାମା

ବଲିଉଡ୍‌ ଅଭିନେତ୍ରୀ ରିଚା ଚଢାଙ୍କ ଆଗାମୀ ଫିଲ୍ମ ‘ମ୍ୟାଡାମ୍‌ ଚିଫ୍‌ ମିନିଷ୍ଟର’ର ଟ୍ରେଲର ରିଲିଜ ହୋଇଛି। ଯାହାକୁ ନେଇ ହଙ୍ଗାମା ସୃଷ୍ଟି ହୋଇଛି। ରିଚାଙ୍କ ଅଭିନୟଠାରୁ...

ସଲମାନ ତୁମ ଭାଇ ହୋଇଥିବେ, ମୋର କିନ୍ତୁ ‘ଜାନ୍‌’: ନିଖତ୍‌

ନୂଆଦିଲ୍ଲୀ,୨୧।୫: ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିବା ଭାରତୀୟ ବକ୍ସର ନିଖତ୍‌ ଜରିନ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ବଡ଼ ପ୍ରଶଂସକ।...

‘ସିନେମାର ସିନେମା ସହ ମିଳନ’..

ମୁମ୍ବାଇ: ଏସ ଏସ ରାଜାମୌଳି ମନୋରଞ୍ଜନ ଦୁନିଆର ଜଣେ ଜଣାଶୁଣା ନିର୍ଦ୍ଦେଶକ । ଏହାର ପ୍ରମାଣ ଅନେକ ଥର ମିଳିଛି । ତାଙ୍କ ନିର୍ଦ୍ଦେଶିତ ମୁଭି...

ଯମଜ ସନ୍ତାନର ମା’ ହେବେ କି ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍‌ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ...

ଯାତ୍ରାଜଗତର ଭର୍ସାଟାଇଲ୍‌ ବ୍ୟକ୍ତିତ୍ୱ ଦୀପକ ରଞ୍ଜନ ବୋଷ: ଗାୟକ-ଘୋଷକ-ନାୟକ-ଖଳନାୟକ ଚରିତ୍ରକୁ ପ୍ରଦର୍ଶିତ କରିପାରନ୍ତି

ଶୀର୍ଷକରେ ଚାରିଗୋଟି ଚରିତ୍ରର କଥା କୁହାଯାଇଛି। ଅର୍ଥାତ୍‌, ଗୀତ ଗାଉଥିବା ଗାୟକ। ଆଙ୍କରିଂ କରୁଥିବା ଘୋଷକ। ଯାତ୍ରାରେ ହିରୋ ଭୂମିକା ନିର୍ବାହ କରୁଥିବା ନାୟକ। ପୁଣି...

ରଜନୀକାନ୍ତଙ୍କ ଭବ୍ୟ ବଙ୍ଗଳା: ଦେଖିଲେ ଘଡ଼ିଏ ଚାହିଁବ

ହାଇଦ୍ରାବାଦ: ଦର୍ଶକଙ୍କୁ ଅନେକ ବ୍ଲକବଷ୍ଟର ହିଟ୍‌ ଭେଟିଦେଇଛନ୍ତି ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ କଳାକାର ରଜନୀକାନ୍ତ। ତାଙ୍କୁ ପ୍ରଶଂସକ ଭଗବାନଙ୍କ ଭଳି ପୂଜିଥାନ୍ତି। ବୟସାଧିକ ହୋଇଥିଲେ...

Advertisement
Archives

Model This Week