Posted inଜାତୀୟ

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ ବୋଲି ଦାୟିତ୍ୱ ଗ୍ରହଣ ପରେ ସୋମବାର ନୂଆ ବାୟୁସେନା ଅଧ୍ୟକ୍ଷ ଆର୍‌.କେ.ଏସ୍‌. ଭଦୋରିୟା ଚାଇନା ଏବଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଆସନ୍ତା ସପ୍ତାହରେ ବାୟୁସେନାରେ ଫ୍ରାନ୍ସ୍‌ ଦ୍ୱାରା ନିର୍ମିତ ରାଫାଲ୍‌ ଯୁଦ୍ଧ ବିମାନ ସାମିଲ୍‌ ହେବ। ଭଦୋରିଆ ରାଫାଲ୍‌ ଯୁଦ୍ଧ ବିମାନ କ୍ରୟ କମିଟିର ଚେୟାରମ୍ୟାନ୍‌ ମଧ୍ୟ ଥିଲେ। ତାଙ୍କର ୨୬ ପ୍ରକାର ଯୁଦ୍ଧ ବିମାନ ଉଡ଼ାଇବାର ଅଭିଜ୍ଞତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡଲ୍‌ଫିନ୍‌କୁ ପିଟି ମାରିଦେଲେ

ଲକ୍ଷ୍ନୌ, ୯ା୧: ପ୍ରକୃତିକୁ ବିପଦ ମୁହଁକୁ ଠେଲିଚାଲିଥିବା ମଣିଷ ପୁଣି ବର୍ବରତାର ସୀମା ଟପିଛି। ଜାତୀୟ ଜଳଜୀବ ମାନ୍ୟତା ପାଇଥିବା ଏକ ଗାଞ୍ଜେଟିକ୍‌ ରିଭର ଡଲଫିନକୁ...

ଏସ୍‌ଏସ୍‌ଏଲଭି-ଡି-୧ର ସଫଳ ଉତ୍‌କ୍ଷେପଣ…

ଶ୍ରୀହରିକୋଟା,୭।୮ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ରବିବାର ଏହାର ପ୍ରଥମ ଛୋଟ ରକେଟ ସ୍ମଲ୍‌ ସାଟେଲାଇଟ ଲଞ୍ଚ ଭେହିକିଲ ଏସ୍‌ଏସ୍‌ଏଲଭି-ଡି-୧ ପୂର୍ବାହ୍ନ ୯ଟା...

ଗଲଓ୍ବାନ ଉପତ୍ୟକା କଳହ ମଞ୍ଜି

ନୂଆଦିଲ୍ଲୀ,୧୭ା୬ : ଖ୍ରୀଷ୍ଟପୂର୍ବ ୫୦୦ରେ ଚାଇନାର ନାମଚୀନ ସେନା ଜେନେରାଲ ସୁନ୍‌ ଜୁ ‘ଦି ଆର୍ଟ ଅଫ୍‌ ଓ୍ବାର୍‌’ ଶୀର୍ଷକ ପୁସ୍ତକରେ ଲେଖିଥିଲେ, ଯୁଦ୍ଧର ସର୍ବୋତ୍ତମ...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

‘ରାହୁଲ ଗାନ୍ଧୀ’ଙ୍କ ସମାନ ନାଁକୁ ବି ଅଯୋଗ୍ୟ ଘୋଷିତ କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୩୧ ।୩: ରାହୁଲ ଗାନ୍ଧୀଙ୍କ ନାମ ସହ ଯୋଡି ହୋଇଥିବା ଆଉ ଏକ ମାଲା ସାମ୍ନାକୁ ଆସିଛି । ନିର୍ବାଚନ କମିଶନ ରାହୁଲ ଗାନ୍ଧୀଙ୍କ ସମାନ...

ବ୍ରିଟେନକୁ ଚେତାବନୀ ଦେଲା ଭାରତ: ଭାରତୀୟ କୂଟନୀତିଜ୍ଞଙ୍କ ସୁରକ୍ଷା କ୍ଷେତ୍ରରେ ଭେଦଭାବ ନୁହେଁ ଗ୍ରହଣୀୟ

ନୂଆଦିଲ୍ଲୀ,୨୦।୩: ବ୍ରିଟେନର ଲଣ୍ଡନରେ ଥିବା ଭାରତୀୟ ଉଚ୍ଚ ଆୟୋଗରେ ଖଲିସ୍ତାନ ସମର୍ଥକଙ୍କ ଦ୍ୱାରା ଭାରତୀୟ ତ୍ରିରଙ୍ଗାର ଅପମାନ ଏବଂ ବିଶୃଙ୍ଖଳାକୁ ନେଇ ଭାରତର ବୈଦେଶିକ ବ୍ୟାପାର...

ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ...

ବ୍ରିଜ୍‌ଭୂଷଣଙ୍କ ନାଁରେ ଏଫ୍‌ଆଇଆର୍‌ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫ା୪: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ଉତ୍ପୀଡ଼ନ ମାମଲାରେ...

Advertisement
Archives

Model This Week