ରାବଣ ପୋଡ଼ି ପାଇଁ ପ୍ରସ୍ତୁତ ରାଜଧାନୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯିବ। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ କରି ଧରାପୃଷ୍ଠରୁ ପାପଭାର ମୁକ୍ତ କରିଥିଲେ। ଏଥିପାଇଁ ଆଜି ଦିନରେ ରାବଣ ପୋଡ଼ି ଉତ୍ସବ ପାଳନ କରାଯାଏ। ଏଥିଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣ ପୋଡ଼ି ପାଇଁ ଆୟୋଜକଙ୍କ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ସେହି ଦୃଷ୍ଟିରୁ ଦ୍ୱୈତ ନଗରୀରେ ମଧ୍ୟ ରାବଣପୋଡ଼ି ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଏଥର କମିଶନରେଟ୍‌ ପୋଲିସ ଅଞ୍ଚଳର ୫ଟି ଜାଗାରେ ରାବଣପୋଡ଼ି କାର୍ଯ୍ୟକ୍ରମ ହେବ। ରାଜଧାନୀର ବରମୁଣ୍ଡା, ଝାରପଡ଼ା, ନହରକଣ୍ଟା, ଚନ୍ଦକା ଓ ଜଟଣୀରେ ରାବଣପୋଡ଼ି ହେବ। ଆତସବାଜି କାର୍ଯ୍ୟକ୍ରମ ସ୍ଥାନଠାରୁ ୧୦୦ ମିଟର ଦୂରରେ ଦର୍ଶକ ରହିବେ ବୋଲି ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି। ବ୍ୟାରିକେଡ୍‌ ସହ ଆତସବାଜି ଲାଗି ଅଗ୍ନି ନିର୍ବାପକ ବ୍ୟବସ୍ଥା ଏବଂ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

ଡିସିଓମାନେ ନିଷ୍ଠାର ସହ କାର୍ଯ୍ୟ କରନ୍ତୁ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): କଳା, ସାହିତ୍ୟ ଓ ସଂସ୍କୃତିର ଉନ୍ନତି ଦିଗରେ ପ୍ରତି ଜିଲାସ୍ତରରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହାର ପ୍ରଚାରପ୍ରସାର ସହ ବିଭିନ୍ନ କାର୍ଯ୍ୟକୁ ନିଷ୍ଠାର...

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ...

ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍‌...

୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ...

‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ...

ସୁସ୍ଥ ହେଲେ ୯୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୩ : ରାଜ୍ୟରେ ଶୁକ୍ରବାର ୯୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି...

ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଘୁଞ୍ଚାଇବାକୁ ଦାବି

ପୁରୀ ଅଫିସ,୨୦।୫ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ମେ’ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ହାଇସ୍କୁଲ ଚୁକ୍ତିଭିତ୍ତିକ...

Advertisement
Archives

Model This Week