ରାମଦେବଙ୍କ ପରାମର୍ଶ: କରୋନା ଭାଇରସ୍‌ରୁ ଦୂରେଇ ରହିବାକୁ କରନ୍ତୁ ଏହି ପ୍ରାଣାୟାମ

ବର୍ତ୍ତମାନ ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଛି। ଭାରତରେ ଏହି ରୋଗରେ ୨୮ ଜଣ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ଏହି ରୋଗ କାହାକୁ ବି ଗ୍ରାସ କରିପାରେ। ଯାହାର ରୋଗ ପ୍ରତିରୋଧକ ଶକ୍ତି କମ୍‌ ତାଙ୍କୁ ଏହି ରୋଗ ହେବା ଆଶଙ୍କା ଅଧିକ ରହିଥାଏ। ଏପରି ସ୍ଥିତିରେ ଯୋଗଗୁରୁ ବାବା ରାମଦେବ କରୋନା ଭାଇରସ୍‌ରୁ ମୁକ୍ତି ପାଇଁ ଏକ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ…

ଅନୁଲୋମ-ବିଲୋମ:
ଚଟାଣରେ ସିଧା ଭାବେ କାନ୍ଧକୁ ଢିଲା କରି ବସନ୍ତୁ। ହସହସ ଚେହେରା ରଖନ୍ତୁ। ଆଣ୍ଠୁ ଉପରେ ବାମ ହାତ ରଖନ୍ତୁ। ଡାହାଣ ହାତରେ ନାକ ଧରନ୍ତୁ। ବିଶି ଆଙ୍ଗୁଠି ଏବଂ ମଧ୍ୟମା ଆଙ୍ଗୁଠି ମୁହଁ ମଝିରେ ରଖନ୍ତୁ। ଅନାମିକା ଏବଂ କାଣି ଆଙ୍ଗୁଠି ନାକର ବାମପଟେ ରଖନ୍ତୁ। ବାମ ନାକପୁଡ଼ା ଖୋଲନ୍ତୁ। ବନ୍ଦ କରିବା ପାଇଁ ଅନାମିକା ଆଙ୍ଗୁଠି ଏବଂ କାଣି ଆଙ୍ଗୁଠି ଡାହାଣପଟ ନାକରେ ବ୍ୟବହାର କରନ୍ତୁ। ଆଙ୍ଗୁଠିକୁ ଡାହାଣପଟ ନାକରେ ଚାପି ରଖି ବାମ ପଟ ନାକରେ ନିଃଶ୍ୱାସ ଛାଡ଼ନ୍ତୁ। ଏବେ ପୁଣି ଥରେ ବାମପଟ ନାକରେ ନିଃଶ୍ୱାସ ନିଅନ୍ତୁ। ଏହା ପରେ ଡାହାଣପଟ ନାକକୁ ଅନାମିକା ଏବଂ କାଣି ଆଙ୍ଗୁଠିରେ ଧୀରେ ଚାପି ଧରନ୍ତୁ। ଏବେ ଧୀରେ ଧୀରେ ଡାହାଣ ପଟ ନାକରୁ ନିଃଶ୍ୱାସ ଛାଡ଼ନ୍ତୁ। ଏପରି ନିୟମିତ ଭାବରେ କରି କରୋନା ଭାଇରସ୍‌ଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri