ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି। ବ୍ରୃକ୍ସହିଲ ରାମ ମନ୍ଦିର, କମଲିବଜାର ରାମଜୀ ଗୁଡିରେ ପୂଜକମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ । ତେବେ ଏହି ପବିତ୍ର ତିଥିରେ ମନ୍ଦିର ଗୁଡିକରେ ଭକ୍ତଙ୍କ ଭିଡ ଲାଗି ରହିଥାଏ । କିନ୍ତୁ କରୋନା କଟକଣା ଯୋଗୁ ମନ୍ଦିର ଗୁଡିକ ଶୂନ୍‌ଶାନ୍‌ ରହିଛି । ମନ୍ଦିର ମୁଖ୍ୟ ଫାଟକରେ ତାଲା ପଡି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri