
ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍ପି ପ୍ରାର୍ଥୀ ତଞ୍ଜିନ୍ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।
ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍ପି ପ୍ରାର୍ଥୀ ତଞ୍ଜିନ୍ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।
ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ...
ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା...
ନୂଆଦିଲ୍ଲୀ,୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଇଣ୍ଡିଆନ ମୋବାଇଲ କଂଗ୍ରେସ(ଆଇଏମ୍ସି)୨୦୨୦କୁ ସମ୍ବୋଧନ କରିବା ଅବସରରେ ଦେଶରେ ୫ଜି ଟେକ୍ନିକ୍କୁ ଠିକ୍ ସମୟରେ ଲଞ୍ଚ କରିବା...
ମୋରାଦାବାଦ୍, ୩।୮: ପବିତ୍ର ରକ୍ଷାବନ୍ଧନକୁ ନିଆରା ଢଙ୍ଗରେ ଉତ୍ତରପ୍ରଦେଶ ମୋରାଦାବାଦର ସ୍କୁଲ ପିଲା ପାଳନ କରିଛନ୍ତି। ପରିବେଶ ସୁରକ୍ଷା ଅଭିଯାନକୁ ସ୍କୁଲ ପିଲା ଗୁରୁତ୍ୱ ଦେଇ...
ହାଇଦ୍ରାବାଦ୍,୨୭।୯: ତାମିଲନାଡ଼ୁର ଟୁଟିକୋରିନ୍ ହାଜତ ମୃତ୍ୟୁ ମାମଲା ଏବେ ଗୁରୁଗମ୍ଭୀର ରୂପ ଧାରଣ କରିଛି। ବାପ-ପୁଅଙ୍କ ହାଜତ ମୃତ୍ୟୁକୁ ନେଇ ସିବିଆଇ ପକ୍ଷରୁ ୯ ପୋଲିସଙ୍କ...
ବେଙ୍ଗାଲୁରୁ,୨୪।୫: କର୍ନାଟକରେ ହେବାକୁ ଥିବା ବିଧାନ ପରିଷଦ ନିର୍ବାଚନ ପାଇଁ ଏମ୍ଏଲ୍ସି ପ୍ରାର୍ଥୀ ଘୋଷଣା କରିଛି । ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ଚଲୁବାଦୀ ନାରାୟଣସ୍ବାମୀ,...
ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର...
ନୂଆଦିଲ୍ଲୀ,୨୮।୪: ରାଜଧାନୀରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବୁଧବାର ଦିଲ୍ଲୀରେ...