ଅଯୋଧ୍ୟା,୨୧।୫: ଅଯୋଧ୍ୟାର ରାମଜନ୍ମଭୂମିଠାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଦ୍ୱାରା ଆରମ୍ଭ ହୋଇଛି। ମାଟି ସମତଳ ସମୟରେ ଏଠାରୁ ପୂରାତନ ମୂର୍ତ୍ତିର ଭଗ୍ନାବଶେଷ ସହିତ ଶିବଲିଙ୍ଗ ମିଳିଛି। ଏହା ସଭିଙ୍କୁ ଆଶ୍ଚର୍ଯ୍ୟ କରିଛି। ଦେଶରେ ଲକ୍ଡାଉନ୍ ଜାରି ରହିଥିବାରୁ ସରକାରୀ ମାର୍ଗଦର୍ଶିକା ଅନୁସାରେ ମନ୍ଦିର ନିର୍ମାଣ କାର୍ଯ୍ୟ କରାଯାଉଛି। ଅଯୋଧ୍ୟା ପ୍ରଶାସନଠାରୁ ଅନୁମତି ମିଳିବା ପରେ ମେ ୧୧ ତାରିଖଠାରୁ ଏଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ୧୦ ଜଣ ଶ୍ରମିକଙ୍କୁ ମାଟି ସମତଳ କାମରେ ନିୟୋଜିତ କରାଯାଇଛି। ଶ୍ରମିକଙ୍କ ପାଇଁ ମାସ୍କ୍, ସାନିଟାଇଜର ସହିତ ଅନ୍ୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ମହାସଚିବ ଚମ୍ପତ ରାୟ ସୂଚନା ଦେଇଛନ୍ତି।

ଲକ୍ଡାଉନ୍ ସମୟସୀମା ୩୧ ମେ ପର୍ଯ୍ୟନ୍ତ ବଢ଼ିଲା
ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ...

ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଘରେ କରୋନା
ନୂଆଦିଲ୍ଲୀ, ୫।୮: ସୁପ୍ରିମ୍ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଗୋଗୋଇଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍...

ସିଙ୍ଘୁରେ ଖଣ୍ଡା ବୁଲିଲା
ନୂଆଦିଲ୍ଲୀ,୩୦ା୧(ପି.ଟି.): ଦିଲ୍ଲୀ-ହରିୟାଣାର ସିଙ୍ଘୁସୀମାରେ ୨ ମାସ ଧରି ଆନ୍ଦୋଳନରତ ଚାଷୀଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି ସ୍ଥାନୀୟ ଲୋକେ। ଶୁକ୍ରବାର ଉକ୍ତ ସୀମାର କଲୋନୀଗୁଡ଼ିକରେ ରହୁଥିବା ପ୍ରାୟ...

ଅକ୍ସିଜେନ୍ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ
ବରେଲି(ଉତ୍ତର ପ୍ରଦେଶ): ଦୃଢ଼ ଇଚ୍ଛାଶକ୍ତି ଥିଲେ କୌଣସି ପ୍ରତିବନ୍ଧକ ଲକ୍ଷଚ୍ୟୁତ କରିପାରେନି। ନିଜର ଆତ୍ମବିଶ୍ୱାସ ଆଗରେ ରୋଗ ମଧ୍ୟ ହାର୍ ମାନିଯାଏ। ଏହା ପ୍ରମାଣିତ କରିଛନ୍ତି,...

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ...

ଥମୁନି ତୈଳ ଦର ବୃଦ୍ଧି: ପେଟ୍ରୋଲ ୩୨, ଡିଜେଲ ୩୭ ପଇସା ପୁଣି ବଢ଼ିଲା
ନୂଆଦିଲ୍ଲୀ,୨୯ା୩: ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧିର ପ୍ରଭାବ ସିଧା ଭାରତୀୟ ତୈଳ ବଜାରରେ ପଡୁଛି। ଫଳରେ କ୍ରମାଗତ ଭାବେ ୪ର୍ଥ ଦିନ ଲାଗି...

ଗଣତନ୍ତ୍ର ସୂଚକାଙ୍କ: ଭାରତ ସ୍ଥାନ ଖସିଲା
ନୂଆଦିଲ୍ଲୀ, ୪ା୨: ଗଣତନ୍ତ୍ର ସୂଚକାଙ୍କ-୨୦୨୦ରେ ବିଶ୍ୱସ୍ତରୀୟ ର଼୍ୟାଙ୍କିଙ୍ଗ୍ରେ ଭାରତ ୨ଟି ସ୍ଥାନ ତଳକୁ ଖସିଛି। ପୂର୍ବରୁ ଭାରତ ୫୧ ନମ୍ବରରେ ଥିବାବେଳେ ଏବେ ନଂ. ୫୩ରେ...

କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶଓ୍ବାନ୍ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୪।୮: କେନ୍ଦ୍ରମନ୍ତ୍ରୀ ରାମବିଳାଶ ପାଶଓ୍ବାନ୍ଙ୍କୁ ଦିଲ୍ଲୀର ଫୋର୍ଟିସ ଏସ୍କୋର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍ଜନିତ ରୋଗ କାରଣରୁ ତାଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ମୋଦି...