Posted inଜାତୀୟ

ରାମମନ୍ଦିର ନିର୍ମାଣ ପାଇଁ ଦାନ କଲେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଆୟକର ଛାଡ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୫: ରାମମନ୍ଦିର ନିର୍ମାଣ ପାଇଁ ଦାନ କରୁଥିବା ବ୍ୟକ୍ତିଙ୍କ ଆୟକର ଛାଡ କରାଯିବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଆୟକର ଅଧିନିୟମ ଧାରା ୮୦-ଜିର ଉପଧାରା-୨ ଏବଂ ଖଣ୍ଡ-ବି ଅନ୍ତର୍ଗତ ଏଭଳି ସୁବିଧା ଦାନକାରୀଙ୍କୁ ଯୋଗାଇ ଦିଆଯିବ ବୋଲି କୁହାଯାଉଛି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌କୁ ଧାର୍ମିକ ସ୍ଥଳକୁ ଦାନ ଦେବା ଦ୍ୱାରା ଆୟକର ଛାଡ ଅଧିନିୟମ ଧାରା ୧୧ ଏବଂ ୧୨ ଅନୁସାରେ ଏହା କାର୍ଯ୍ୟକାରୀ ହେବ। ଏହି ଧାରା ଅନୁସାରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଆୟକର ଛାଡ କରାଯିବ ବୋଲି କୁହାଯାଉଛି। ୨୦୨୦-୨୧ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ।...

ଭାରତରେ ବ୍ୟାନ୍‌ ହେବା ପରେ ପ୍ରତିକ୍ରିୟା ରଖିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୩୦।୬: ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଦେଖାଦେବା ପରେ ଲଦାଖ ଘାଟିରେ ଉତ୍ତେଜନା ଜାରି ରହିଛି। ପୂର୍ବରୁ ଦୁଇ ଦେଶ ମଧ୍ୟରେ କମାଣ୍ଡର...

କାଶୀ ବିଶ୍ୱନାଥ ଟ୍ରଷ୍ଟକୁ ଜମି ଦେଲା ଜ୍ଞାନବାପି ମସ୍‌ଜିଦ

ବାରାଣସୀ, ୨୫।୭: ବାରାଣସୀର ଶ୍ରୀ କାଶୀ ବିଶ୍ୱନାଥ ଟେମ୍ପଲ୍‌ ଟ୍ରଷ୍ଟକୁ ମୁସଲମାନ ସମ୍ପ୍ରଦାୟ ୧,୭୦୦ ବର୍ଗଫୁଟ ଜମି ଯୋଗାଇଦେବାକୁ ଘୋଷଣା କରିଛି। ଜ୍ଞାନବାପି ମସ୍‌ଜିଦ ନିକଟରେ...

ବାରମୁଳା ଏନ୍‌କାଉଣ୍ଟର, ଲଶ୍କରର ଶୀର୍ଷ କମାଣ୍ଡର ନିହତ…

ଶ୍ରୀନଗର, ୨୧।୪ : ଜମ୍ମୁ-କଶ୍ମୀରର ବାରାମୁଳାର ମାଲୱାରେ ଗୁରୁବାର ଏନକାଉଣ୍ଟରରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ...

କାନ୍ଧରେ ଅକ୍ସିଜେନ ସିଲିଣ୍ଡର, ଟ୍ରେରେ ନବଜାତ ଶିଶୁକୁ ଧରି ହସ୍ପିଟାଲରେ ବୁଲିରେ ଦମ୍ପତ୍ତି

ବକ୍ସର, ୨୬।୭: ବିହାରର ବକ୍ସର ଜିଲା ସଦର ହସ୍ପିଟାଲରେ ଆଶ୍ଚର୍ଯ୍ୟ କଲା ଭଳି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି କାନ୍ଧରେ ଅକ୍ସିଜେନ...

କେବେ ମିଳିବ କରୋନାରୁ ମୁକ୍ତି, ବିଶେଷଜ୍ଞ କହିଲେ ଏଭଳି …

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ବେଲଗାମ୍‌ ହେବାରେ ଲାଗିଥିବାବେଳେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିବା ସହିତ...

ଜାତୀୟ ରାଜପଥ-୧୯ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଆଗ୍ରା,୧୧।୩: ଉତ୍ତରପ୍ରଦେଶ ଆଗ୍ରାର ଜାତୀୟ ରାଜପଥ-୧୯ରେ ଗୁରୁବାର ଭୋର୍‌ ୫ଟା ୧୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ...

ବିଷାକ୍ତ ମଦ ପିଇ ଚାଲିଗଲା ୭ ଜୀବନ: ୫ ହରାଇଲେ ଦୃଷ୍ଟିଶକ୍ତି

ଆଲିଗଡ,୨୮।୫: ଉତ୍ତରପ୍ରଦେଶର ଆଲିଗଡ ଜିଲାରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ମଦ ପିଇ ଦୁଇ ଟ୍ରକ ଡ୍ରାଇଭରଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ...

Advertisement
Archives

Model This Week