Posted inଜାତୀୟ

ରାମଲୀଳା ମଇଦାନରୁ ପ୍ରଚାର ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ। ପାଖାପାଖି ୨ ମାସ ମଧ୍ୟରେ ଏଠାରେ ନିର୍ବାଚନ ଆୟୋଜନ କରାଯିବ। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ ଫେବୃୟାରୀରେ ଦିଲ୍ଲୀ ବିଧାନସଭାର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି)ର କାର୍ଯ୍ୟକାଳ ସରୁଛି। ତେଣୁ ଏହା ପୂର୍ବରୁ ନିର୍ବାଚନକୁ ଆଖି ଆଗରେ ରଖି ଏବେଠାରୁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି। ଭାରତୀୟ ଜନତା ପାର୍ଟି (ଭାଜପା) ଏଥିପାଇଁ ତା’ର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରିବ ବୋଲି ଯୋଜନା ରଖିଛି। ଆସନ୍ତା ୨୨ ତାରିଖରେ ମୋଦି ରାମଲୀଳା ମଇଦାନରେ ଏକ ରାଲିକୁ ଉଦ୍‌ବୋଧନ ଦେଇ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିବେ ବୋଲି ଶୁଣିବାକୁ ମିଳିଛି। କୁହାଯାଉଛି ଏଏପିକୁ ହରାଇବା ଲାଗି ଏଥର ଭାଜପା ଓ କଂଗ୍ରେସ କଠିନ ପରିଶ୍ରମ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ ନିର୍ବାଚନ: ପଞ୍ଚମ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ, ବୋମ୍ମାଇଙ୍କ ବିପକ୍ଷରେ ଲଢିବେ ୟାସିର ଅହମ୍ମଦ

ବେଙ୍ଗାଲୁରୁ,୧୯।୪: ମେ’ ୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ। ଏଥିପାଇଁ ରାଜ୍ୟରେ ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ବୁଧବାର କଂଗ୍ରେସ ପଞ୍ଚମ ପ୍ରାର୍ଥୀ ତାଲିକା...

ଦେଶକୁ ମିଳିବ ଆଉ ଏକ ଭ୍ୟାକ୍ସିନ, ଡିସିଜିଆଇ ରୁଷିଆର ସ୍ପୁଟନିକ ଲାଇଟକୁ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୫ ।୨: ଦେଶରେ ଏବେ କରୋନାର ସ୍ଥିତି ଚିନ୍ତାଜନକ ରହିଛି । ଏପଟେ ଏହାଠାରୁ ଦୂରେଇ ରହିବାର ଗୋଟିଏ ଉପାୟ ହେଉଛି ଟିକାକରଣ । ଦୁଇଟି...

ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ସମସ୍ତଙ୍କ ମତାମତ ଜରୁରୀ କହିଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାନୁୟାରୀ ୩୧ଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ବୈଠକ ଶେଷ...

ଯୋଗୀ ଲୋକଙ୍କର ପ୍ରଥମ ପସନ୍ଦ, କେଜରିୱାଲ ଦ୍ୱିତୀୟ-ମମତା ତୃତୀୟ…

ନୂଆଦିଲ୍ଲୀ,୨।୨ : ବର୍ତ୍ତମାନ ଦେଶର ୩୦ ଟି ରାଜ୍ୟରେ ର୍ନିବାଚିତ ସରକାର ଅଛନ୍ତି। ଏଥିରେ ଦିଲ୍ଲୀ ଏବଂ ପୁଡୁଚେରୀ ଭଳି କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ଅନ୍ତର୍ଭୁକ୍ତ।...

ପ୍ରଥମେ ଲୁଟ କର-ପରେ ନିର୍ଦ୍ଦୋଷରେ ଖଲାସ, ଏହା କେନ୍ଦ୍ର ସରକାରଙ୍କ ମଡେଲ: କଂଗ୍ରେସ…

ନୂଆଦିଲ୍ଲୀ,୨୧।୩ : ବିରୋଧୀଦଳର ନେତାଙ୍କ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଏବଂ ସେଣ୍ଟ୍ରାଲ ଇନଭେଷ୍ଟିଗେଶନ ବ୍ୟୁରୋ (ସିବିଆଇ) ବ୍ୟବହାର କରାଯାଉଥିବା ବେଳେ ମେହୁଲ ଚୋକସିଙ୍କ ନାମ...

ରାଜଧାନୀରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ନୂଆଦିଲ୍ଲୀ,୧୯ ।୧୦ ରାଜଧାନୀ ଦିଲ୍ଲୀରେ ରବିବାର ରାତିରୁ ସୋମବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିବା ବେଳେ ଏହା ଦୀର୍ଘ ୬୧ ବର୍ଷର ଦୁଇଟି ରେକର୍ଡକୁ ଭାଙ୍ଗିଥିବା...

ପୁଣି ବଦଳି ପାରନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ

ହାଭେରି, ୧୯।୧୨: ପୁଣି କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଶିଗାଓଁରେ ଦେଇଥିବା...

୨୦୧୩ ଟୁଇଟ୍‌କୁ ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୯।୭: ୨୦୧୩ ଏପ୍ରିଲ ୧୫ରେ ଚାଇନାର ୧ ପ୍ଲାଟୁନ ସୈନ୍ୟ ଦୌଲତବେଗ୍‌ ଓଲ୍ଡି ସୀମାରୁ ଭାରତୀୟ ଭୂଖଣ୍ଡର ୧୯ କି.ମି. ଭିତରକୁ ଅନୁପ୍ରବେଶ କରି ୪ଟି...

Advertisement
Archives

Model This Week