ରାମାୟଣରେ ସୁଗ୍ରୀବ ଭୂମିକାରେ ଅଭିନୟ କରିଥିବା ଅଭିନେତାଙ୍କ ପରଲୋକ

ନୂଆଦିଲ୍ଲୀ,୯।୪: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ହୋଇଥିବା ରାମାୟଣରେ ସୁଗ୍ରୀବ ଏବଂ ବାଳୀ ଭୂମିକାରେ ଅଭିନୟ କରିଥିବା କଳାକାର ଶ୍ୟାମସୁନ୍ଦର କାଲାଣିଙ୍କର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ୍‌ ଏବଂ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲାହରି ଶୋକ ପ୍ରକାଶ କରିଛନ୍ତି। ମୃତ୍ୟୁ ଶଯ୍ୟା ନିକଟରେ ଶ୍ୟାମସୁନ୍ଦରଙ୍କ ସ୍ତ୍ରୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ୧୯୮୭ରେ ରାମାୟଣରେ ସୁଗ୍ରୀବ ଭୂମିକାରେ ଅଭିନୟ କରି ଶ୍ୟାମସୁନ୍ଦର ଛୋଟ ପରଦାରେ ବେଶ୍‌ ପରିଚିତି ହାସଲ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବହୁପ୍ରତୀକ୍ଷିତ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ର ଟ୍ରେଲର ରିଲିଜ୍‌

ମହାକାଶରେ ଶୁଟିଂ ହୋଇଥିବା ବହୁପ୍ରତୀକ୍ଷିତ ଫିଲ୍ମ ‘ଦ ଚ୍ୟାଲେଞ୍ଜ’ ଟ୍ରେଲର ରିଲିଜ ହୋଇଛି। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି କ୍ଲିମ ଶିପେଙ୍କୋ। ଏହି ଫିଚର ଫିଲ୍ମର...

ହାତକୁ ଦୁଇ ହାତ ହେଲେ ଏ ଆର୍‌ ରେହମାନଙ୍କ ଝିଅ: ଜାଣନ୍ତୁ କିଏ ହେଲେ ଏହି ମ୍ୟୁଜିକ୍‌ ଲିଜେଣ୍ଡଙ୍କ ଜ୍ୱାଇଁ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା ମ୍ୟୁଜିକ୍‌ ଲେଜେଣ୍ଡ ତଥା ଗାୟକ ଏ ଆର୍‌ ରେହମାନଙ୍କ ଘରେ ଏବେ ଖୁସିର ବାତାବରଣ। କାରଣ ତାଙ୍କ ଝିଅ ଖତିଜା ହାତକୁ...

ଆଇପିଏସ୍ ଭୂମିକାରେ ୟାମି

ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଖୁବ୍‌ଶୀଘ୍ର ଏକ ନୂଆ ଫିଲ୍ମରେ ନଜର ଆସିବେ । ଯାହାର ଲୁକ୍ ଏବେ ସାମ୍ନାକୁ ଆସିଛି । ଏହାସହ...

‘ହଙ୍ଗାମା-୨’ର ପ୍ରଥମ ପୋଷ୍ଟର ରିଲିଜ୍‌, ପରେଶଙ୍କ ସହ ନଜର ଆସୁଛନ୍ତି ଶିଳ୍ପା

ବମ୍ବେ: ରିଲିଜ୍‌ ହୋଇଛି ‘ହଙ୍ଗାମା-୨’ର ପୋଷ୍ଟର। ଟ୍ରେଡ୍‌ ଆନାଲିଷ୍ଟ ତରନ୍‌ ଆଦର୍ଶ ନିଜର ଟୁଇଟର ହ୍ୟାଣ୍ଡେଲରେ ଫିଲ୍ମର ପୋଷ୍ଟରକୁ ରିଲିଜ୍‌ କରିଛନ୍ତି। ଏଥିସହ ଫିଲ୍ମଟି ଆସନ୍ତାବର୍ଷ...

ପାକ୍‌ ବନ୍ୟା ବିପନ୍ନଙ୍କୁ ଭେଟିଲେ ଆଞ୍ଜେଲିନା

ଇସ୍‌ଲାମାବାଦ୍‌: ହଲିଉଡ୍‌ ଅଭିନେତ୍ରୀ ତଥା ଜାତିସଂଘର ସ୍ବତନ୍ତ୍ର ପ୍ରତିନିଧି ଆଞ୍ଜେଲିନା ଜୋଲିି ମଙ୍ଗଳବାର ପାକିସ୍ତାନ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। କରାଚୀ ବିମାନ ବନ୍ଦରରେ ପହଞ୍ଚିବା ପରେ...

ମା’ ହେବା ପରେ ଆଲିଆଙ୍କ ଫିଟ୍‌ନେସ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଝିଅ ହେବାର ମାସକ ପରେ, ନିତିଦିନିଆ କାର୍ଯ୍ୟକୁ ଫେରିଛନ୍ତି। ବୁଧବାର ଆଲିଆଙ୍କୁ ସେଲିବ୍ରିଟି ଟ୍ରେନର ଅନୁଷ୍କାଙ୍କ ଯୋଗ ଘର...

ପ୍ରେମିକଙ୍କ ହାତ ଧରିଲେ ଗାୟିକା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଗାୟିକା ପଲକ ମୁଚ୍ଛଲ। ଦୀର୍ଘଦିନର ପ୍ରେମିକ ମିଥୁନଙ୍କ ହାତ ଧରିଛନ୍ତି ସେ। ନିଜ ଜୀବନର ଏହି ଖାସ୍‌ ଉତ୍ସବରେ...

୧୦୮ ବର୍ଷରେ ଭାରତୀୟ ସିନେମା: ପ୍ରଥମ ଫିଲ୍ମ ବିଷୟରେ ରୋଚକ ତଥ୍ୟ ଜାଣନ୍ତୁ

ଆଜି ହିନ୍ଦୀ ସିନେମାକୁ ଆଜି ୧୦୮ ବର୍ଷ ପୂରିଛି। ପ୍ରଥମ ଭାରତୀୟ ଫିଚର ଚଳଚ୍ଚିତ୍ର ରାଜା ହରିଶ୍ଚନ୍ଦ୍ର ୧୯୧୩ ମସିହାରେ ଆଜିର ଦିନରେ ମୁକ୍ତିଲାଭ କରିଥିଲା।...

Advertisement
Archives

Model This Week