Posted inଜାତୀୟ

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ରାୟ ଆସିପାରେ ବୋଲି ଚର୍ଚ୍ଚା ହେଉଛି। କେତେକ ଏହା ୮ ନଭେମ୍ବରରେ ହୋଇପାରେ ବୋଲି କହୁଛନ୍ତି। ଯଦି ଏପରି ହୁଏ ତେବେ ଶୁକ୍ରବାର ଜୁମା ନମାଜ ପାଠ ପରେ ଅପରାହ୍ନ ସାଢ଼େ ୩ଟାରେ ହୁଏତ ରାୟ ଆସିପାରେ। ମାତ୍ର ଏପରି ନହେଲେ ରାୟ ନଭେମ୍ବର ୧୩ରୁ ୧୬ ମଧ୍ୟରେ ଯେକୌଣସି ଦିନ ଆସିବ ବୋଲି ଅନୁମାନ କରାଯାଉଛି। ସୁପ୍ରିମ୍‌କୋର୍ଟ ନଭେମ୍ବର ୯ରୁ ୧୨ ପର୍ଯ୍ୟନ୍ତ ବନ୍ଦ ରହିବ। ଛୁଟି ପରେ ହୁଏତ ରାୟ ଆସିପାରେ। ରାୟ ୧୩ ଅବା ୧୪ରେ ଆସିବାର ଅଧିକ ସମ୍ଭାବନା ଥିବା ଅନୁମାନ କରାଯାଉଛି। ନଭେମ୍ବର ୧୬ ଶନିବାର ଏହାପରେ ୧୭ ରବିବାର। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଅବସର ନେବେ। ଏହାପରେ ୧୮ ନଭେମ୍ବରରେ ଏହି ପ୍ରଧାନ ବିଚାରପତି ଭାବେ ଶରଦ ଅରବିନ୍ଦ ବୋବ୍‌ଦେ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?