Posted inଜାତୀୟ

ରାମ ମନ୍ଦିର ଟ୍ରଷ୍ଟକୁ ମିଳିଲା ପ୍ରଥମ ଦାନ

ନୂଆଦିଲ୍ଲୀ,୬।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ଗଠନ କରାଯାଇଥିବା ଟ୍ରଷ୍ଟକୁ ଦାନ ମିଳିବା ଆରମ୍ଭ ହୋଇଛି। ମୋଦି ସରକାର ନବ ଗଠିତ ଟ୍ରଷ୍ଟକୁ ମନ୍ଦିର ନିର୍ମାଣ କରିବା ପାଇଁ ଏକ ଟଙ୍କା ଦାନ ଦେଇଥିବା ସୂଚନା ମିଳିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଚିବ ଡି ମୁର୍ମୁ ମୋଦି ସରକାରଙ୍କ ପକ୍ଷରୁ ଏହି ରାଶି ଦାନ ଦେଇଥିବା ସୂଚନା ମିଳିଛି। ଟ୍ରଷ୍ଟ ବିନା କୌଣସି ସର୍ତ୍ତରେ ଦାନ, ଅନୁଦାନ, ଚାନ୍ଦା, ସାହାଯ୍ୟ ସ୍ବୀକାର କରିବ ବୋଲି ଜଣାପଡିଛି। ହିନ୍ଦୁ ପକ୍ଷର ପ୍ରତିନିଧିତ୍ୱ କରିଥିବା ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କେ. ପରାଶରନ (୯୨) ରାମ ମନ୍ଦିର ର୍ନିମାଣ ପାଇଁ ଗଠନ ହେବାକୁ ଯାଉଥିବା ଟ୍ରଷ୍ଟର ମୁଖ୍ୟ ଟ୍ରଷ୍ଟି ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri