Posted inଜାତୀୟ

ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ ଶେଷ: ନୃତ୍ୟଗୋପାଳ ହେଲେ ଟ୍ରଷ୍ଟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୨: ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ନ୍ୟାସ ଟ୍ରଷ୍ଟର ପ୍ରଥମ ଔପଚାରିକ ବୈଠକ ଶେଷ ହୋଇଛି। ବୁଧବାର ଏହି ବୈଠକ ଦିଲ୍ଲୀରେ ଥିବା କେ. ପରାଶରନଙ୍କ ଘରେ ଆୟୋଜିତ ହୋଇଥିଲା। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା ସହ ନିଷ୍ପତ୍ତି ନିଆଯାଇଥିଲା। ଏଥିରେ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କୁ ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଭିଏଚ୍‌ପିର ଚମ୍ପନ୍ତ ରାୟଙ୍କୁ ମହାମନ୍ତ୍ରୀ ଓ ଗୋବିନ୍ଦ ଦେବ ଗିରିଙ୍କୁ କୋଷାଧ୍ୟକ୍ଷ କରାଯାଇଥିବା ଜଣାପଡ଼ିଛି। ଏହି ବୈଠକରେ ୯ଟି ପ୍ରସ୍ତାବକୁ ପାସ୍‌ କରାଯାଇଥିବା ବେଳେ ଏହାର ଆଗାମୀ ବୈଠକ ୧୫ଦିନ ମଧ୍ୟରେ ଅଯୋଧ୍ୟାରେ ଆୟୋଜିତ ହେବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ...

କରୋନା କଟକଣା ମଧ୍ୟରେ ମୋଦି ସମ୍ଭାଳିବେ ଭାଜପାର ପ୍ରଚାର ଦାୟିତ୍ୱ

ନୂଆଦିଲ୍ଲୀ,୩୧ ।୧: କରୋନା ମହାମାରୀ ଯୋଗୁ ନିର୍ବାଚନ ପ୍ରଚାରରେ ରୋକ ଲଗାଯାଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପଶ୍ଚିମ ଉତ୍ତର...

ରବିବାର ‘ସ୍ବାମୀତ୍ୱ’ ଯୋଜନା ଆରମ୍ଭ କରିବେ ମୋଦି: ୭୬୩ ଗ୍ରାମର ହିତାଧିକାରୀ ହେବେ ଉପକୃତ

ନୂଆଦିଲ୍ଲୀ, ୧୦।୧୦: ଗ୍ରାମବାସୀଙ୍କ ଜମିର ମାଲିକାନା ସ୍ଥିତିିକୁ ସୁଦୃଢ଼ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅନ୍ତର୍ଗତ...

୨୦୨୦ରେ ଦୈନିକ ୩୧ ପିଲାଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୧।୧୧(ପି.ଟି.): ଭାରତରେ ୨୦୨୦ରେ ଦୈନିକ ହାରାହାରି ୩୧ ଜଣ ପିଲା ଆତ୍ମହତ୍ୟା କରିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କୋଭିଡ୍‌ ମହାମାରୀ ଯୋଗୁ ପିଲାମାନଙ୍କ ମନସ୍ତାତ୍ତ୍ୱିକ...

ଅଟୋ ଚଳାଇ ପରିବାର ପୋଷୁଛନ୍ତି ୮ ବର୍ଷର ବାଳକ

ବିଜୟଓ୍ବାଡ଼ା, ୫।୯: ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲାରେ ଜଣେ ୮ ବର୍ଷର ବାଳକ ରାଜଗୋପାଳ ରେଡ୍ଡୀ ନିଜ କଅଁଳ କାନ୍ଧରେ ପରିବାରର ବୋଝ ଉଠାଉଛନ୍ତି। ସେ ଏକ...

କଂଗ୍ରେସରେ ରହି ଲମ୍ବା ଲଢେଇ ଲଢିବାକୁ ଚାହୁଁଛନ୍ତି ପାଇଲଟ!

ଜୟପୁର,୧୭।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ଭିନ୍ନ ମୋଡ ନେବାରେ ଲାଗିଛି। ସଚିନ ପାଇଲଟଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଓ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ହଟାଇ...

ଚ୍ୟାଲେଞ୍ଜ ହୋଇପାରେ କୋଭିଡ୍‌ ପରବର୍ତ୍ତୀ କାର୍ଯ୍ୟସ୍ଥଳ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସରକାର ଲକ୍‌ଡାଉନ ସମୟସୀମାକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଅଧିକାଂଶ କର୍ମଚାରୀ ଘରେ ରହି...

Advertisement
Archives

Model This Week