Posted inଜାତୀୟ

ରାମ ମନ୍ଦିର ନିର୍ମାଣ ପାଇଁ ପ୍ରତି ପରିବାରରୁ ୧୧ଟଙ୍କା ମାଗିଲେ ଯୋଗୀ

ରାଞ୍ଚି,୧୪।୧୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବୟାନ ଏବେ ବିବାଦ ମଧ୍ୟକୁ ଚାଲିଯାଇଛି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ପାଇଁ ଯାଇଥିବା ଯୋଗୀ ଆଦିତ୍ୟନାଥ ବାଗୋଦରରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ ପ୍ରତି ପରିବାରଙ୍କଠାରୁ ରାମ ମନ୍ଦିର ନିର୍ମାଣ କରିବାକୁ ଗୋଟିଏ ଇଟା ଓ ୧୧ଟଙ୍କା ମାଗିଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା)ନେତା ଭାବେ ପ୍ରଥମଥର ଯୋଗୀ ଆଦିତ୍ୟନାଥ ରାମମନ୍ଦିର ନିର୍ମାଣକୁ ନେଇ ଏମିତି ମାଗିଥିବା କୁହାଯାଉଛି। ସେ କହିଥିଲେ ଦୀର୍ଘ ୫ଶହ ବର୍ଷ ଧରି ରାମ ମନ୍ଦିର ନିର୍ମାଣକୁ ନେଇ ଯେଉଁ ବିବାଦ ଲାଗି ରହିଥିଲା ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଧାନ କରିଛନ୍ତି। ତେଣୁ ରାମ ମନ୍ଦିର ନିର୍ମାଣ ଲାଗି ପ୍ରତି ପରିବାରର ଯୋଗଦାନ ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଭାରତକୁ ସମର୍ଥନ କଲେ ଜାପାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୭: ଜାପାନର ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ଚାଇନା ସହିତ ଚାଲିଥିବା ବିବାଦକୁ ନେଇ ଭାରତ ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମର୍ଥନ...

ଭାରତକୁ ବଦନାମ କରିବା ଲାଗି ପାକିସ୍ତାନର ଷଡ଼ଯନ୍ତ୍ର, ସୋସିଆଲ ମିଡ଼ିଆର ଅପବ୍ୟବହାର…

ନୂଆଦିଲ୍ଲୀ, ୧୨।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ବିରୋଧରେ ଚାଲିଥିବା ପ୍ରଦର୍ଶନକୁ ନେଇ ପାକିସ୍ତାନ ଭାରତକୁ ବଦନାମ କରିବର ଷଡ଼ଯନ୍ତ୍ର ରଚିଛି। ବିବାଦ...

ପୁଲ୍‌ଓ୍ବାମା ଶହୀଦଙ୍କ ଝିଅଙ୍କୁୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଜିଲାପାଳ

ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନମାନେ ପ୍ରତିକୂଳ ପରିସ୍ଥିତିରେ ଥାଇ ସୁଦ୍ଧା ଜନସାଧାରଣଙ୍କ ସେବା କରିବାକୁ ଭୁଲନ୍ତି ନାହିଁ। ହେଲେ ଜଣେ ଯବାନ ଶହୀଦ ହେବା...

ମୋଦି ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଲେ ତେଜସ୍ବୀ

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ବିହାରର ଦରଭଙ୍ଗା ଏମ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ପରେ ବିହାରରେ ରାଜନୈତିକ ଝଡ ସୃଷ୍ଟି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

ମର୍ସିଡିଜ କାରରେ ଲୁଚାଇ ରଖିଥିଲେ ବିସ୍ଫୋରକ ଭର୍ତ୍ତି ଗାଡିର ନମ୍ବର ପ୍ଲେଟ

ନୂଆଦିଲ୍ଲୀ୧୭।୩: ମୁକେଶ ଅମ୍ବାନୀଙ୍କ ଘର ନିକଟରୁ ଏକ ବିସ୍ଫୋରକ ଭର୍ତ୍ତି ଗାଡି ମିଳିବା ଘଟଣାରେ ନିଲମ୍ବିତ ହୋଇଥିବା ପୋଲିସ ଅଧିକାରୀ ସଚିନ ବାଜେଙ୍କ ଅଡୁଆ ଦିନକୁ...

ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରୁଛନ୍ତି ସରକାର, ରେଲଓ୍ବେରେ ୯୧ ହଜାର ପଦବୀ ଉଚ୍ଛେଦ ନେଇ ବର୍ଷିଲେ ରାହୁଲ…

ନୂଆଦିଲ୍ଲୀ, ୨୮।୫ : ରେଲଓ୍ବେର ୯୧ ହଜାରରୁ ଅଧିକ ପଦବୀକୁ ଉଚ୍ଛେଦ କରାଯିବା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି।...

୧୧୮ ବର୍ଷ ପରେ ଭାରତରେ ଫୁଟିଲା ଏହି ବିରଳ ପ୍ରଜାତିର ଫୁଲ

ବରେଲି, ୬।୭- ଭାରତରେ ଦୀର୍ଘ ୧୧୮ ବର୍ଷର ବ୍ୟବଧାନ ପରେ ବିରଳ ପ୍ରଜାତିର ଅର୍କିଡ ଫୁଲର ସନ୍ଧାନ ମିଳିଛି। ଉତ୍ତର ପ୍ରଦେଶର ଦୁଧ୍‌ଓ୍ବା ଜାତୀୟ ଉଦ୍ୟାନରେ...

୩ ସାଙ୍ଗ ଚାକିରି ଛାଡି କଲେ ଏମିତି କାମ, ସମସ୍ତଙ୍କ ପାଇଁ ସାଜିଲେ ଉଦାହରଣ

କରୋନା ସମୟରେ ଯୁବକମାନେ ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। କିଏ ଚାକିରି ପାଇବାକୁ ନେଇ ତ ଆଉ କିଏ ଚାକିରି ଚାଲିଯିବା ଭୟରେ ଅଛନ୍ତି।...

Advertisement
Archives

Model This Week