Posted inଜାତୀୟ

ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା

ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍‌ ଇନ୍‌ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧାରମେୟା ଅଭିଯୋଗ କରିଛନ୍ତି। ଦେଶରେ ବେକାରିଙ୍କ ସଂଖ୍ୟା ବଢୁଥିବାବେଳେ ଆବଶ୍ୟକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ କେନ୍ଦ୍ର ସରକାର ବିଫଳ ରହିଛନ୍ତି। ମୋଦି ସରକାରଙ୍କ ମୁଦ୍ରା ଯୋଜନା ଏବଂ ଷ୍ଟାର୍ଟ ଅପ୍‌ ଇଣ୍ଡିଆର କୌଣସି ଖୋଜ୍‌ ଖବର ନ ଥିବା ସେ କହିଛନ୍ତି। ଲୋକଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଖାଦ୍ୟ କିଣି ଖାଇବା ପାଇଁ ପାଖରେ ପଇସା ନ ଥିବାରୁ ଲୋକେ ହନ୍ତସନ୍ତ ହେଉଥିବା କହି ସିଦ୍ଧାରମେୟା ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଆହୁରି ୩ ଦିନ ହେବ ଘନକୁହୁଡ଼ି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଗୁରୁବାର ସକାଳେ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା।...

ଗାନ୍ଧୀ ନଗର ଲୋକ ସଭା ଆସନରେ ଶାହ ବିଜୟୀ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୩ା୫: ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି...

ଭାରତ ସୀମାରେ ପ୍ରବେଶ କରିଥିଲେ ଚାଇନା ସେନା: ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୬।୮: ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ବୀକାର କରିଛି ଯେ ଚାଇନା ସେନା ଗତ ମେ’ ମାସରେ ପୂର୍ବ ଲଦ୍ଦାଖରେ ଭାରତୀୟ ସୀମାରେ ଅନୁପ୍ରବେଶ କରିଥିଲେ। ପାଙ୍ଗୋଙ୍ଗ ତ୍ସୋ...

ପଞ୍ଜାବରେ ଗ୍ୟାଙ୍ଗ୍‌ ଓ୍ବାର ଆଶଙ୍କା, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସତର୍କ ସୂଚନା ଜାରି..

ଚଣ୍ଡିଗଡ଼, ୨୪।୮ : ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଏବଂ ଜଗୁ ଭଗବାନପୁରିଆ ସେମାନଙ୍କ କୋର୍ଟରେ...

ପ୍ରମାଣ ଜାଲିଆତିକୁ ଭୟ

ନୂଆଦିଲ୍ଲୀ,୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଭିନ୍ନ ମୋଡ଼ ନେଉଥିବାବେଳେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ହାତରେ ଗୀତା ଧରି ଦେଶ ପାଇଁ ଫାଶୀ ଖୁଣ୍ଟରେ ଝୁଲିଥିଲେ ଏହି ବିପ୍ଲବୀ

ଯେଉଁ ବୟସରେ ଜଣେ ଯୁବକ ତାଙ୍କ କ୍ୟାରିୟର ଏବଂ ଭବିଷ୍ୟତ ବିଷୟରେ ଚିନ୍ତିତ ଥାନ୍ତି ସେହି ବୟସରେ ଜଣେ ବିପ୍ଳବୀ ବାହାରି ଆସିଥିଲେ ଯିଏ ଦେଶ...

ଟୁଇଟର ବନ୍ଦ କଲା ୯୭ ପ୍ରତିଶତ ଆକାଉଣ୍ଟ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାତାର ଚାପ ପଡିବା ପରେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ପାଖାପାଖି ୯୭ ପ୍ରତିଶତ ଆକାଉଣ୍ଟକୁ ବନ୍ଦ କରି ଦେଇଥିବା...

ରାଜନୀତିକୁ ଅପରାଧମୁକ୍ତ କରାଯାଉ

ନୂଆଦିଲ୍ଲୀ,୨୫ା୧,(ପି.ଟି./ଆଇଏଏନ୍‌ଏସ୍‌) : ଆପରାଧିକ ପୃଷ୍ଠଭୂମିର ବ୍ୟକ୍ତିମାନଙ୍କୁ ରାଜନୀତିରୁ ବାହାର କରାଯିବ। ସେମାନଙ୍କ ଉପସ୍ଥିତି ରାଜନୈତିକ ବାତାବରଣକୁ କଳୁଷିତ କରିବାରେ ଲାଗିଛି। ଏଥିପାଇଁ ରାଜନୀତିର ଅପରାଧୀକରଣକୁ ନେଇ...

Advertisement
Archives

Model This Week