ରାଶନକାର୍ଡଧାରୀଙ୍କୁ ଅର୍ଥ ବାଣ୍ଟିଲେ ମନ୍ତ୍ରୀ

ଖଇରା,୮।୪(ଡି.ଏନ୍‌.ଏ.)- ଖାଉଟି ସୁରକ୍ଷା ଯୋଜନାରେ ସାମିଲ ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଅଗ୍ରୀମ ୩ମାସର ରାଶନ ସାମଗ୍ରୀ ସହିତ ଅତିରିକ୍ତ ୧ହଜାର ଟଙ୍କା ଲେଖାଏଁ ଅର୍ଥ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର ଖଇରା ବ୍ଲକରେ ହିତାଧିକାରୀମାନଙ୍କୁ ଏହି ଅର୍ଥ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କୁରୁଣ୍ଟା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ହିତାଧିକାରୀମାନଙ୍କୁ ୧ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରିଥିଲେ। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ବ୍ଲକ ଯୋଗାଣ ବିଭାଗ ଅଧିକାରୀ ନିରଞ୍ଜନ ସାହୁ, ସରପଞ୍ଚ ଦମୟନ୍ତୀ ପଣ୍ଡା, ଗ୍ରାମ ରୋଜଗାର ସେବକ ପ୍ରକାଶ ବେହେରା, ଡିଲର ରାଜେନ୍ଦ୍ର ପ୍ରସାଦ ନାୟକ, ମୁକୁନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ଶ୍ୟାମସୁନ୍ଦରପୁର ଓ ଖଇରା ପଞ୍ଚାୟତରେ ଏହି ଅର୍ଥ ହିତାଧିକାରୀମାନଙ୍କୁ ବଣ୍ଟନ କରିଥିଲେ ା ସ୍ଥାନୀୟ ଲୋକପ୍ରତିନିଧି ମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଘଟିଲା ଏମିତି ଆଶ୍ଚର୍ଯ୍ୟଜନକ ଘଟଣା: ଚିତିବୋଡାକୁ ଖାଇଦେଲା ତେନ୍ତୁଳିଆ ବିଛା

କଣ୍ଟାପଡା,୧୩।୭(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ସ୍ଥିତ ଓଲଟପୁରଠାରେ ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏକ ୧୦ ଇଞ୍ଚ ଲମ୍ବର ଚିତିବୋଡା ସାପକୁ ଏକ...

କୋର୍ଟ କାର୍ଯ୍ୟ ୩ ଦିନ ସ୍ଥଗିତ

ବୌଦ୍ଧ, ୨୧।୧(ସ୍ବ.ପ୍ର.): ବୌଦ୍ଧ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି। ଜିଲାରେ ଆଉ ୭୬ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।...

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ପାଟପୁର,୧୩।୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୦୫୩ ଜଣ ସୁରଟ ଫେରନ୍ତା ରହିଛନ୍ତି। ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ...

ସାମାଜିକ ଦୂରତା ରକ୍ଷା କରି ରକ୍ତ ସଂଗ୍ରହ କଲେ ବ୍ଲଡ଼ ବ୍ୟାଙ୍କ କର୍ମଚାରୀ

ବାଲେଶ୍ୱର ଅଫିସ ୪।୪: ବିଶ୍ୱ ମହାମାରୀ କରୋନା ପାଇଁ ସମଗ୍ର ଦେଶରେ ଚାଲିଥିବା ଲକ ଡାଉନ ସମୟରେ ରକ୍ତଦାନ ଶିବିର ପାଇଁ ଅନୁମତି ନ ଥିବା...

ପୋଲ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡ଼ି,୧୯।୭(ଡି.ଏନ.ଏ)- ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗଁାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରୁ ପ୍ରାୟ ଦେଢ଼ କିମି ଦୂର କଲେଜ...

ଛତ୍ରପୁରରେ ସିପିଆଇ ପକ୍ଷରୁ ବନ୍ଦ ପାଳନ

ଛତ୍ରପୁର, ୧୫।୭(ଡି.ଏନ୍‌.ଏ.): ପେଟ୍ରୋଲ, ଡିଜେଲ, ତୈଳ, ରନ୍ଧନ ଗ୍ୟାସ ଦର ଏବଂ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି ପ୍ରତ୍ୟାହାର ଦାବିରେ ସିପିଆଇ ପକ୍ଷରୁ ଗୁରୁବାର...

ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ

ଡୁବୁରୀ,୨୮।୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ...

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ...

Advertisement
Archives

Model This Week