ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କା ସହାୟତା

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଭାଇରସ୍‌କୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ସମୟରେ ସାଧାରଣ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକ ପରିମାଣରେ ପହଞ୍ଚାଯାଇଛି। କଳାବଜାରକାରୀଙ୍କ ଉପରେ ମଧ୍ୟ ଯୋଗାଣ ବିଭାଗ ପକ୍ଷରୁ କଡା ନଜର ରହିଛି। ପୂର୍ବ ଘୋଷିତ ସମସ୍ତ ସହାୟତା ସହ ପ୍ରତି ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କାର ସହାୟତା ଦିଆଯିବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ଜିଲାପାଳଙ୍କୁ ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବିଭାଗୀୟ ସଚିବ ତଥା କମିଶନର ବୀରବିକ୍ରମ ଯାଦବ ଏନେଇ ମଙ୍ଗଳବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ସିଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌) ହିତାଧିକାରୀଙ୍କୁ ଏହି ସହାୟତା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଆଳରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର...

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ...

ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ

ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା...

କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା...

ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ: ଅପହରଣର ୫ମାସ ପରେ ବି ନାବାଳିକାଙ୍କ ମିଳୁନି ପତ୍ତା

ରସୁଲପୁର,୬।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧିନସ୍ଥ ରସୁଲପୁର ବ୍ଲକ ଅଞ୍ଚଳରେ ଅବସ୍ଥିତ ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ ହୋଇପଡ଼ିଛି। ୫ମାସ ତଳେ ଅପହରଣ ହୋଇଥିବା...

ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର...

୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ୨୦ କୋଟି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ମଙ୍ଗଳବାର ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ ଜିଲାରେ ଲ୍ୟାବ୍‌ ପାଇଁ...

ସୁରଙ୍କୁ ନବଙ୍କ ଜବାବ: ଏବେ ଯୁଗ ବଦଳିଲାଣି, ମନ୍ତ୍ରୀ ଯେଉଁଠି ଥିଲେ ବି ଡିଜିଟାଲରେ କାମ କରିପାରିବେ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ ଗୁରୁବାର ‘୫-ଟି’କୁ କଟାକ୍ଷ କରିବା ସହ ମନ୍ତ୍ରୀ ପ୍ରଚାରରେ ଥିବା ବେଳେ ସିଡିଏମ୍‌ଓଙ୍କୁ ସସ୍‌ପେଣ୍ଡ କରାଯାଉଛି ଏବଂ...

Advertisement
Archives

Model This Week