ରାଶନ ବୋଝେଇ ପିକ୍‌ଅପ ଓଲଟିଲା

ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍‌ଅପ (ନଂ.ଓଆର୍‌୦୭ୟୁ-୭୨୬୭) ଭ୍ୟାନ୍‌ର ଓଲଟି ଚାଳକ ଆହତ ହୋଇଛନ୍ତି। ସେ ହେଲେ ଆର୍‌.ଉଦୟଗିରିର ବଳରାମ ପୂଜାରୀ। ବ୍ରହ୍ମପୁରରୁ ରାଶନ ସାମଗ୍ରୀ ନେଇ ଗଜପତି ଜିଲା ଆର୍‌.ଉଦୟଗିରି ଅଭିମୁଖେ ଯାଉଥିବାବେଳେ ଡେଙ୍ଗାଓସ୍ତା ନିକଟରେ ଚକ ଫାଟି ଯିବାରୁ ଭ୍ୟାନ୍‌ଟି ଓଲଟି ପଡିଥିଲା। ପାଟପୁର ପୋଲିସ ପହଞ୍ଚତ୍ ଚାଳକକୁ ଉଦ୍ଧାର କରି ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର...

କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର...

ଜମିହରା ଆଦିବାସୀଙ୍କୁ ମିଳୁନି କ୍ଷତିପୂରଣ

ଯୋଡ଼ା/ଚମ୍ପୁଆ,୨୮ା୯(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ତହସିଲ ଅନ୍ତର୍ଗତ କଇନ୍ତା ଗ୍ରାମରେ ଥିବା ଆଦିବାସୀଙ୍କ ଜମିକୁ କାନପୁର ବୃହତ୍‌ ଜଳସେଚନ ପ୍ରକଳ୍ପ ପାଇଁ ଅଧିଗ୍ରହଣ ପରେ ବି...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ...

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର...

ବଦଳିଲା ୧୬ ଗାଁର ଠିକଣା

ଧାମନଗର, ୧୫।୨(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ୧୧ ଓ ଭଣ୍ଡାରିପୋଖରୀ ବ୍ଲକର ୫କୁ ମିଶାଇ ମୋଟ ୧୬ ଗଁାର ଠିକଣା ବଦଳିଛି। ଆଗରୁ...

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ନିମ୍ନମାନର ଅଭିଯୋଗ: ଜିଲାପାଳଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବାଲେଶ୍ୱର ଅଫିସ,୨୭।୮: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯାଉଥିବା ରନ୍ଧା ଖାଦ୍ୟ ନିମ୍ନମାନର ନେଇ ସୋମବାର ରାତିରେ ରୋଗୀଙ୍କ ସମ୍ପର୍କୀୟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ...

ଢେଙ୍କାନାଳ ଜିଲାର ୮୩ କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତ

ଢେଙ୍କାନାଳ ଅଫିସ,୧୯।୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଢେଙ୍କାନାଳ ଜିଲାରେ ୮୩ଟି କେନ୍ଦ୍ରରେ ୧୭,୨୨୮ ଛାତ୍ରୀଛାତ୍ର...

Advertisement
Archives

Model This Week