ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍‌ଡିଏ ପିଡି, ବିଧାୟକ

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପ୍ରଶାସନର ଜିଲା କୋଭିଡ୍‌ ସେଲ ପକ୍ଷରୁ ସିଭିଲ୍‌ ସୋସାଇଟି, ଏନ୍‌ଜିଓ ଓ ବଦାନ୍ୟ ବ୍ୟକ୍ତିଙ୍କ ଦାନ ତଥା ସହଯୋଗରେ ଗୁରୁବାର ମିଲ୍‌ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଛତ୍ରପୁର ଏନ୍‌ଏସି ୧୪ନମ୍ବର ଓ୍ବାର୍ଡରେ ଘରଘରକୁ ଯାଇ ବିଧାୟକ ସୁବାସ ଚନ୍ଦ୍ର ବେହେରା, ଡିଆର୍‌ଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏନ୍‌ଏସି ନିିର୍ବାହୀ ଅଧିକାରୀ ବିକ୍ରମ ଦୋରା ଲୋକଙ୍କୁ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ଚାଉଳ, ମସଲା, ଡାଲି, ତେଲ, ସୋୟାବିନ, ଲୁଣ ଆଦି ପ୍ୟାକେଟ୍‌ ଦାନ କରିବାକୁ ଜିଲାପାଳ ଓ ଡିଆରଡିଏ ପିଡିଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri