Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ
ଆଜି ବିଶାଖା ନକ୍ଷତ୍ରସ୍ଥ ଚନ୍ଦ୍ର ସ୍ବାସ୍ଥ୍ୟସମସ୍ୟା ଓ ପଡୋଶୀ ସହ ବିବାଦର କାରଣ ହେବ । କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବାର ସୂଚନା ରହିଛି ।

ବୃଷ
ବୃଷ
ମଙ୍ଗଳଙ୍କ ଦ୍ୱାରା ବିପରୀତ ରାଜଯୋଗ ଜମିଜମା ବିବାଦର ଅବସାନ ଘଟାଇବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁ ସହକର୍ମୀଙ୍କୁ ସନ୍ଦେହ କରିପାରନ୍ତି। ପରିବାରରେ ସମ୍ପତିକୁ କେନ୍ଦ୍ରକରି ମତପାର୍ଥକ୍ୟ ଓ କଳହ ଦେଖା ଦେଇପାରେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ।
ମିଥୁନ
ମିଥୁନ
ଲାଭସ୍ଥାନରେ ଶୁକ୍ର ବିଳାସଉପକରଣ ପ୍ରଦାନ କରିବ। କିନ୍ତୁ ଆରଦ୍ରା ନକ୍ଷତ୍ରର ସାଧାରଣ ଘଟଣାରେ ଝଗଡା ଲାଗି ମାନସିକ ସ୍ଥିତି ବିଗିଡି ଯାଇପାରେ। ବାରମ୍ବାର କ୍ଷତିଗ୍ରସ୍ଥ ହୋଇ ବ୍ୟବସାୟରେ କିଛି ନୂତନ ପଦେକ୍ଷପ ନେବା ସକାଶେ ଚିନ୍ତା କରିବେ । ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ବୃହସ୍ପତି ଦୃଷ୍ଟ ଶୁକ୍ର କର୍ମାରମ୍ଭରେ ଆନନ୍ଦ ଓ ଶେଷ ପର୍ଯ୍ୟାୟରେ କଳହର କାରଣ ହୋଇପାରନ୍ତି। ଅଶ୍ଳେଷା ନକ୍ଷତ୍ର ଦୂରଯାତ୍ରା ଓ ବନ୍ଧୁ ମିଳନରୁ ସାମୟିକ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।
ସି˚ହ
ସି˚ହ
ଭାଗ୍ୟଭାବରେ ଶୁକ୍ର ଓ ଚନ୍ଦ୍ରଙ୍କ ଦୃଷ୍ଟି ବିନିମୟ ବନ୍ଧୁ ଓ ଆମତ୍ୀୟମାନଙ୍କ ସାହାଯ୍ୟ, ସହଯୋଗ ପାଇଁ ବାଟ ଫିଟାଇବ । ଫଳତଃ ଦୀର୍ଘ ଦିନର ସୁଚି‘ତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ । କିନ୍ତୁ ବନ୍ଧୁଗହଣରେ ବିରୋଧୀ ହୋଇପାରନ୍ତି।
କନ୍ୟା
ଦ୍ୱିତୀୟରେ ଚନ୍ଦ୍ର ଥିବାରୁ ଆକର୍ଷଣୀୟ ମନଲୋଭା କଥା କହି ବନ୍ଧୁଙ୍କ ମନ କିଣିପାରନ୍ତି। ଆର୍ଥିକ ସ୍ଥିତି, ପାରିବାରିକ ପରିସ୍ଥିତି, ହିତୈଷୀଙ୍କ ସହଯୋଗରୁ ସମସ୍ୟାମୁକ୍ତ ରହିବ । କଳା, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ରଓ ସାହିତ୍ୟ,ସାମ୍ବାଦିକତା ରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
ତୁଳା
ତୁଳା
ରାଶିପ୍ରତି ଶୁକ୍ରଙ୍କ ପୂର୍ଣ୍ଣଦୃଷ୍ଟିରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସୀ ଅନୁଭବ କରିବେ। ନିଜ ପରିସରର ବ୍ୟକ୍ତିବିଶେଷଙ୍କ ସାହାଯ୍ୟ, ସହଯୋଗରେ ଚେଷ୍ଟା କରୁଥିବା ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବ। ଚିତ୍ରା ନକ୍ଷତ୍ର ପରକଥାରେ ପଡି କିମ୍ବା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ପାପଯୁକ୍ତ ବୃହସ୍ପତି ଯୋଗୁ ବାରମ୍ବାର ନିଷ୍ପତି ବଦଳାଇ ହରଡଘଣାରେ ପଡିପାରନ୍ତି। ସ୍ବାସ୍ଥ୍ୟହାନୀ କାରଣରୁ କୈାଣସି କାମକୁ ଦୃଢତାର ସହ କରିବାକୁ ପଶ୍ଚାପତ୍ଦ ହେବାର ସୂଚନା ରହିଛି । ବିବାଦୀୟ ସ୍ଥିତିର ସମସ୍ୟା ସମାଧାନ ହେତୁକ ଆଶ୍ୱସ୍ତି ଅନୁଭବ କରିବେ। ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ଚନ୍ଦ୍ର ଓ ଶୁକ୍ରଙ୍କ ଶୁଭସଂସ୍ଥାନରୁ ଆପଣଙ୍କୁ କୈାଣସି କାମରେ ନିରାଶ ହେବାକୁ ପଡିବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅବସାଦ ଯୋଗଁ କୌଣସି କାମ ଉସତ୍ାହପ୍ରଦ ନହୋଇପାରେ । ପରିବହନକୁ କେନ୍ଦ୍ରକରି ସୃଷ୍ଟି ହୋଇଥିବା ସମସ୍ୟାର ସମଧାନ ହୋଇଯିବାରେ ସ୍ଥାନୀୟ ଲୋକେ ସହଯୋଗ କରିବେ।
ମକର
ମକର
ଆଜିର ଗ୍ରହସ୍ଥିତି ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷକୁ ପୂରଣ କରିବାରେ ସହାୟକ ହେବ । ଧନିଷ୍ଠା ନକ୍ଷତ୍ର ସକାଶେ ଆକସ୍ମିକ ଭାବରେ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆସିପାରେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ଅଳ୍ପ ସମୟ ପରେ ଦୂରୀଭୂତ ହୋଇଯିବ । ପରୋପକାର ମନୋଭାବରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ ।
କୁମ୍ଭ
କୁମ୍ଭ
ପ୍ରଭାବଶାଳୀବ୍ୟକ୍ତିଙ୍କ ସାହାଯ୍ୟ ଓ ସହାୟତାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ କରିପାରିବେ । ଶତଭିଷା ନକ୍ଷତ୍ର କି‘ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ,ଯଦ୍ୱାରାକି ଏଥି ସକାଶେ କେତେକ କଟୁକ୍ତି ଶୁଣିବାକୁ ପଡିପାରେ। ସାମାଜିକ ସ୍ତରରେ ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଭ୍ରମଣ ସୁଯୋଗ ଜୁଟିପାରେ।
ମୀନମୀନ
ଧନଭାବରେ ଶୁକ୍ର ଓ ଏକାଦଶରେ ଶନି ଆପଣଙ୍କୁ ଅର୍ଥ ଓ ସମ୍ମାନ ଦାନସହ କାର୍ଯ୍ୟସିଦ୍ଧି ପାଇଁ ଅନୁକୂଳ ବାତାବରଣ ସୃଷ୍ଟିକରିବେ । ବନ୍ଧୁ ମାନଙ୍କ ପରାମର୍ଶ ଅନୁଶାରେ ପାରିବାରିକ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରି ପାରନ୍ତିି । ନିଜ ଲୋକ ମାନଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ଆପଣଙ୍କ ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିକରିବ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ କିଛିଟା ପ୍ରତିରୋଧର...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ...

ରାଶିଫଳ: ବୁଧବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ କାମ ହାସଲ କରିବେ। ଉପରିସ୍ଥଙ୍କ...

ରାଶିଫଳ: ସୋମବାର, ଅଗଷ୍ଟ ୧୯ ତାରିଖ

ମେଷ ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ କର୍ମକ୍ଷେତ୍ରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତିଶ୍ରୁତି ଦେବେ କିନ୍ତୁ...

ରାଶିଫଳ: ରବିବାର, ଜାନୁଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଘରର କଥା ହେଉ କିମ୍ବା ଅଫିସିଆଲି କାମରେ, ଅଟକି ରହିଥିବା କାମ ସମ୍ପନ୍ନ କରିବେ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ...

ରାଶିଫଳ: ଗୁରୁବାର, ମେ ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ମେଷ ସକାଶେ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅନ୍ୟମାନେ...

ରାଶିଫଳ: ଶନିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ପ୍ରିୟ କଥା କହିବା କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ନିଜ ପରିବେଶରେ ସହମତି ଭିତ୍ତିରେ କାର୍ଯ୍ୟକଲେ ସଫଳତା...

Advertisement
Archives

Model This Week