ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରାଷ୍ଟ୍ରପତି କୋବିନ୍ଦଙ୍କ ସହ ନବୀନଙ୍କ ଏହା ପ୍ରଥମ ସାକ୍ଷାତ। ଦୁହିଁଙ୍କ ମଧ୍ୟରେ ହୋଇଥିବା ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ସାମୁଦ୍ରିକ ଝଡ଼ ଫନୀ ପରିବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ଆଲୋଚନା ହୋଇଥିବା ଜଣାପଡିଛି। ରାଜ୍ୟରେ ହୋଇଥିବା କ୍ଷତି ସମ୍ପର୍କରେ ରାଷ୍ଟ୍ରପତି କୋବିନ୍ଦ ମୁଖ୍ୟମନ୍ତ୍ରୀଙ୍କଠାରୁ ପଚାରି ବୁଝିଥିଲେ। ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ଦୃଢତାର ସହ ସମ୍ମୁଖୀନ ହୋଇଥିବା ଓଡ଼ିଆ ଜନଗଣଙ୍କ ସହ ସବୁ ସମୟରେ ସେ ଅଛନ୍ତି ବୋଲି ରାଷ୍ଟ୍ରପତି କୋବିନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri