Posted inଜାତୀୟ

ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ମୋବାଇଲ୍‌ ଦେଖୁଥିଲେ ରାହୁଲ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୦।୬: ଲୋକ ସଭାର ମିଳିତ ବୈଠକର ଏକ ଭିଡ଼ିଓ ଏବେ ଭାଇରାଲ ହୋଇଛି। ଭିଡ଼ିଓରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସମୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଗ ଧାଡ଼ିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ କିଛି ଦୂରରେ ବସି ମୋବାଇଲ୍‌ ଦେଖୁଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣର ପ୍ରଥମ ୨୪ ମିନିଟ୍‌ ରାହୁଲ ମୋବାଇଲ୍‌ରେ ବ୍ୟସ୍ତ ରହିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହାପରେ ରାହୁଲ ୨୦ ମିନିଟ୍‌ ମା’ ସୋନିଆ ଗାନ୍ଧୀଙ୍କ ସହିତ କଥାବାର୍ତ୍ତାରେ ବ୍ୟସ୍ତ ରହିଥିଲେ। ଏବେ ଏହି ଭିଡ଼ିଓ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗୁଆ ନିର୍ବାଚନ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୋଦି

ପଣଜୀ, ୨୨ା୬(ପି.ଟି.): ୨୦୨୪ ପୂର୍ବରୁ ଦେଶରେ ଆଗୁଆ ସାଧାରଣ ନିର୍ବାଚନ ହେବା ନେଇ ଚାଲିଥିବା ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ବୁଧବାର ଗୋଆରେ...

ଭାରତୀୟ ଅର୍ଥନୀତି ଉପରେ ବିଶ୍ୱର ପ୍ରଭାବ: ତୃତୀୟ ତ୍ରୟମାସରେ ଜିଡ଼ିପି ହାର ୪.୪ ପ୍ରତିଶତ…

ନୂଆଦିଲ୍ଲୀ,୨୮।୨ : ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ମନ୍ତ୍ରଣାଳୟ ଅକ୍ଟୋବର-ଡିସେମ୍ବର ୨୦୨୨ ତ୍ରୟମାସିକ ପାଇଁ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ତଥ୍ୟ ପ୍ରକାଶ କରିଛି।...

ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଜେଏନୟୁରେ ତେଜିଲେ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୧୧।୧୧: ଦିଲ୍ଲୀର ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ) କ୍ୟାମ୍ପସ ବାହାରେ ଶତାଧିକ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହଷ୍ଟେଲ ଫି’ ବୃଦ୍ଧିକୁ ନେଇ ଛାତ୍ରଛାତ୍ରୀମାନେ ଏହି ବିରୋଧ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୟ ଯୋଗୁ ଏକାଠି ହୋଇଛନ୍ତି ବିପକ୍ଷ ଦଳ:ଏକନାଥ ଶିନ୍ଦେ

ମୁମ୍ବାଇ,୧।୯: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ମୁମ୍ବାଇରେ ଗୁରୁବାର ଆରମ୍ଭ ହୋଇଛି। ଏହି ଦୁଇଦିନିଆ ବୈଠକରେ ଆଗାମୀ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାଜିତ...

ଶର୍ଟସ୍‌ ପିନ୍ଧିଲେ ଇମାମ୍‌ବାଡ଼ାରେ ପ୍ରବେଶ ପାଇଁ ମିଳିବନି ଅନୁମତି

ଲକ୍ଷ୍ନୌ,୩୦।୬: ଏଣିକି ଶାଳୀନତା ପୂର୍ଣ୍ଣ ପୋଷାକ ପିନ୍ଧିଲେ ହିଁ ପର୍ଯ୍ୟଟକଙ୍କୁ ଲକ୍ଷ୍ନୌର ଇମାମ୍‌ବାଡ଼ାରେ ପ୍ରବେଶ ଅନୁମତି ମିଳିବ। କେତେକ ପର୍ଯ୍ୟଟକ ଶର୍ଟସ୍‌ ପିନ୍ଧି ଇମାମ୍‌ବାଡ଼ା ଦେଖିବାକୁ...

ଦିଲ୍ଲୀରେ ଖସୁଛି ପାରଦ

ନୂଆଦିଲ୍ଲୀ,୬।୧: ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଥଣ୍ଡା ଜାରି ରହିଛି। ଏଥିସହିତ ସହିତ ଘନ କୁହୁଡି ପଡୁଛି, ଏହି କାରଣରୁ ଟ୍ରାଫିକ୍‌...

‘ଭାଜପାକୁ ରାଜନୈତିକ ଅମ୍ଳଜାନ ଆବଶ୍ୟକ’

କୋଲକାତା, ୫।୫: ପଶ୍ଚିମବଙ୍ଗ ଜନସାଧାରଣ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାଜପାକୁ ଏବେ ରାଜନୈତିକ ଅମ୍ଳଜାନ ଆବଶ୍ୟକ ବୋଲି ତୃଣମୂଳ କଂଗ୍ରେସ...

ଆଇପିଏଲ୍‌ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…

କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ...

Advertisement
Archives

Model This Week