ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟନ କ୍ଷେତ୍ର ବରୁଣେଇରେ ଡିସେମ୍ବର ୧ରୁ ୮ ତାରିଖ ପର୍ଯ୍ୟନ୍ତ ବଣ ଭୋଜି ବନ୍ଦ ରହିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଅପରପକ୍ଷେ ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଏବଂ ଏସ୍‌ପି ସିକ୍ୟୁରିଟ୍‌ ଉଇଙ୍ଗିସ୍‌ କାହ୍ନୁ ଚରଣ ପଟ୍ଟନାୟକ ବରୁଣେଇକୁ ମଙ୍ଗଳବାର ଆସିଥିଲେ। ଜିଲାପାଳ ସିତାଂଶୁ କୁମାର ରାଉତ, ଖୋର୍ଦ୍ଧା ଏସ୍‌ପି ଅଜେୟ ପ୍ରସାଦ ସ୍ବାଇଁଙ୍କ ସମେତ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରକାଶଥାଉ କି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ୯.୬୪୪ ଏକର ଜମିରେ ପାଇକ ସ୍ମାରକୀ ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ...

ଜମି ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୧୧ା୨- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ।...

୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି

ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର...

ମାସେ ଭିତରେ ପିଲାଙ୍କୁ ଟିକା: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ୧୫ରୁ ୧୮ ବର୍ଷ ପିଲାଙ୍କ ଟିକାକରଣ କାର୍ଯ୍ୟକ୍ରମ ମାସେ ଭିତରେ ଶେଷ ହେବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ‘ମୁଁ ବି ସକ୍ଷମ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ଇଡ୍‌କଲ୍‌ ଅଡିଟୋରିୟମ୍‌ରେ ୨ ଦିନିଆ ଚଳଚ୍ଚିତ୍ର ଉତ୍ସବ ଏବଂ...

ଦଶପଲ୍ଲାରୁ ପୁରୀ ପଠାଗଲା ୫୧ ଖଣ୍ଡ ରଥକାଠ

ନୟାଗଡ ଅଫିସ/ଦଶପଲ୍ଲା(ଡି.ଏନ.ଏ.),୧୮ା୨: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ୨ୟ ପର୍ଯ୍ୟାୟରେ ୫୧ଖଣ୍ଡ ରଥକାଠ ସୋମବାର ଦଶପଲ୍ଲା ବନାଞ୍ଚଳରୁ ଦୁଇଟି ଟ୍ରକରେ ପୁରୀ ପଠାଯାଇଛି। ଚଢ଼େୟାପଲ୍ଲୀ ସଂରକ୍ଷିତ...

ପୌର ନିର୍ବାଚନ: ସକାଳ ୮ରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମ ଲାଗି ଗୁରୁବାର ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି।...

Advertisement
Archives

Model This Week