Posted inଜାତୀୟ

ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ବିନୟଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଖାରଜ କରି ଦେଇଛନ୍ତି। ଏବେ ଏହି ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ସୁପ୍ରିମକୋର୍ଟ ପବନଙ୍କ ଆବେଦନକୁ ଖାରଜ କରିଥିବା ବେଳେ ଶନିବାର ବିନୟଙ୍କ ଆବେଦନ ଖାରଜ ହେବା ଫଳରେ ଏହା ସେମାନଙ୍କୁ ଶକ୍ତ ଧକ୍କା ଦେଇଛି। ପବନ ଘଟଣା ସମୟରେ ଅର୍ଥାତ୍‌ ୨୦୧୨ରେ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ କୋର୍ଟ ଏହାକୁ ଖାରଜ କରି ଦେଇଥିଲେ। ଅନ୍ୟପଟେ ଏମାନଙ୍କ ଫାଶୀ ଦେବାର ତାରିଖ ଫେବୃୟାରୀ ୧ ଥିବା ବେଳେ ଏବେ ଏହାକୁ ସ୍ଥଗିତ ରଖାଯାଇଛି। କେବେ ଏମାନଙ୍କୁ ଫାଶୀ ଦିଆଯିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ। ସୂଚନାଯୋଗ୍ୟ, ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲା ସାରା ଦେଶକୁ ଦୋହଲାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri