Posted inଜାତୀୟ

ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା ଗଣବଳାତ୍କାର ଘଟଣାରେ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। କାରଣ ଶୁକ୍ରବାର ଏହି ଘଟଣାର ଅଭିଯୁକ୍ତଙ୍କ କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦେଇଛି। ପ୍ରଥମେ ଏମାନେ ଦିଲ୍ଲୀ ସରକାରଙ୍କ ନିକଟରେ କ୍ଷମା ଆବେଦନ କରିଥିବା ବେଳେ ଏହାକୁ ସରକାର ଖାରଜ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇ ଦେଇଥିଲେ। ଏବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏବେ ସମସ୍ତଙ୍କ ନଜର ରାଷ୍ଟ୍ରପତିଙ୍କ ଉପରେ ସେ ଏହାକୁ ଗ୍ରହଣ କରୁଛନ୍ତି ନା ଖାରଜ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦgିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ପାକିସ୍ତାନ ନୁହେଁ ଏହି ଦେଶ କରୁଛି ଆମେରିକା-ଇରାନ ମଧ୍ୟରେ ମଧ୍ୟସ୍ଥତା, ବଡ଼ ଦାବି କଲେ ରାଷ୍ଟ୍ରପତି

କାଏରୋ,୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ସମ୍ପର୍କରେ ପାକିସ୍ତାନର ନାମ ପ୍ରାୟତଃ ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri