କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍ଜା କରିଛନ୍ତି ଅଶରଫ ଗନି। ସେ ସର୍ବାଧିକ ୯୨୩,୮୬୮ ବା ୫୦.୬୪ ପ୍ରତିଶତ ଭୋଟ ପାଇଛନ୍ତି।
କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍ଜା କରିଛନ୍ତି ଅଶରଫ ଗନି। ସେ ସର୍ବାଧିକ ୯୨୩,୮୬୮ ବା ୫୦.୬୪ ପ୍ରତିଶତ ଭୋଟ ପାଇଛନ୍ତି।
ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…
ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…
ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍ଡ଼ିପିଓ…
ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…
ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…
ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…
ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…