ରାଷ୍ଟ୍ରପତି ଭବନର ୨୦ କର୍ମଚାରୀ କରୋନା ପଜିଟିଭ୍‌: ଟେଷ୍ଟ୍‌ କିଟ୍‌ର ଅଭାବ ଯୋଗୁ ଆଫଗାନିସ୍ତାନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

କାବୁଲ,୧୧।୪: କରୋନା ସଂକ୍ରମଣ ନେଇ ଆଫଗାନିସ୍ତାନରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ରାଷ୍ଟ୍ରପତିଭବନର ୨୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା କୁହାଯାଉଛି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେତେକଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ଏନେଇ କାବୁଲ ହସ୍ପିଟାଲର ମୁଖ୍ୟ ନିଜାମୁଦ୍ଦିନ୍‌ ଜଲିଲ୍‌ ସୂଚନା ଦେଇଛନ୍ତି। ଟେଷ୍ଟ୍‌ କିଟ୍‌ର ଅଭାବ ଯୋଗୁ ସଂକ୍ରମିତଙ୍କ ପରୀକ୍ଷା କରାଯିବା ସମ୍ଭବ ହୋଇପାରୁ ନାହିଁ ବୋଲି ସେ କହିଛନ୍ତି। ପରୀକ୍ଷାରେ ବିଳମ୍ବ ହେଉଥିବାରୁ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri