ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ ପକ୍ଷରୁ ବୁଧବାର ବିକ୍ଷୋଭ କରାଯାଇଛି।
ଏହି ପରିପ୍ରେକ୍ଷୀରେ ଅନୁଗୋଳ ଜିଲା ନାଲ୍‌କୋ ଆଲୁମିନିୟମ ମଜଦୁର ସଂଘ ପକ୍ଷରୁ ନାଲ୍‌କୋ ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖରେ କର୍ମକର୍ତ୍ତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସଂଘର ସାଧାରଣ ସମ୍ପାଦକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା, ନାଲ୍‌କୋରୁ ଘରୋଇକରଣ ଯୋଜନାକୁ ବନ୍ଦ ଆଦି ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସଂଘର ସଭାପତି ସୁବାସ ଚନ୍ଦ୍ର ସାହୁ, କାର୍ଯ୍ୟକାରୀ ସଭାପତି ବିନୋଦ ସାମଲ, ପରମାନନ୍ଦ ବେହେରାଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୁଦ୍ଧରେ ହାରିଗଲେ ସବ୍‌ଇନ୍ସପେକ୍ଟର

ଲଖନପୁର,୮।୯(ଡି.ଏନ.ଏ)-ଝାରସୁଗୁଡା ଜିଲା ବଡମାଲ ଥାନାରେ କାର୍ଯ୍ୟରତ ସବ୍‌ଇନ୍ସପେକ୍ଟର ରାଜକିଶୋର ସାମଦ(୪୨) ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଗତ ଅଗଷ୍ଟ ୧୭ରୁ ସେ ଜିଲା...

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ...

ଲଙ୍ଗୁଳିଆବେଡ଼ା ଗ୍ରାମବାସୀଙ୍କ ଖବରଦାତା ସମ୍ମିଳନୀ : ଦାବି ପୂରଣ ନ ହେଲେ ଆନ୍ଦୋଳନ

ବଅଁରପାଳ, ୬।୬ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ହେଉଥିବା ଆଲୁମିନିୟମ ପାର୍କ ପାଇଁ ଇଡ୍‌କୋ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଛି। ଲଙ୍ଗୁଳିଆବେଡାର ୧୮...

ଅସ୍ଥାୟୀ କର୍ମଚାରୀଙ୍କୁ ପିଏଚ୍‌ଡି ଦେଉଛି ଦୈନିକ ୭୪ ଟଙ୍କା ମଜୁରି : ଚାକିରି ୧୭ ବର୍ଷ, ଦରମା ୨ ହଜାର

ତାଳଚେର,୧୨ା୧(ମନୋଜ ନନ୍ଦ) ସରକାର ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରି ୨୯୮ ଟଙ୍କା ଧାର୍ଯ୍ୟ କରିଛନ୍ତି। ହେଲେ ତାଳଚେର ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡି) ନିଜ ଅସ୍ଥାୟୀ କର୍ମଚାରୀଙ୍କୁ...

ହାର ମାନିନାହାନ୍ତି କ୍ୟାନସର ପୀଡ଼ିତା ଦମ୍ପତି

କେନ୍ଦୁଝର, ୫ା୨ (ସ୍ବ.ପ୍ର.)-କେନ୍ଦୁଝର ସହରର ପବିତ୍ରଡିହା ସାହିରେ ରହୁଛନ୍ତି ଗୋପାଲ ଶର୍ମା(୬୪) ଙ୍କ ପରିବାର ା ବେଶ ଖୁସିରେ ତିନି ଝିଅ, ଜଣେ ପୁଅ ଓ...

ଷ୍ଟେଶନରୁ ୧୨୦ କଇଁଛ ଉଦ୍ଧାର

ରୂପ୍‌ସା,୧୩।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ଚଢ଼ାଉ କରି ବୁଧବାର ରାତିରେ ଜଳେଶ୍ୱର ଷ୍ଟେଶନରୁ ୧୨୦ଟି ଦେଶୀ କଇଁଛ ଉଦ୍ଧାର କରିଛନ୍ତି।...

ବର୍ଷା ଆରମ୍ଭ, ୮୮୬ ରାସ୍ତା କଦର୍ଯ୍ୟ

କେନ୍ଦ୍ରାପଡ଼ା ଅଫିସ, ୧୩ା୬: କେନ୍ଦ୍ରାପଡ଼ା ଜିଲାରେ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଏପରିସ୍ଥଳେ ବହୁ ରାସ୍ତା ବେହାଲ ହୋଇଥିବାରୁ ଅଞ୍ଚଳବାସୀ ଚିନ୍ତାରେ ଅଛନ୍ତି। ଚଳିତ ଆର୍ଥିକ...

ପୋକରା ପିଡିଏସ୍‌ ଚାଉଳ ଫେରାଇଲେ ସରପଞ୍ଚ

ରିଆମାଳ, ୧୭ା୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ ବ୍ଲକ ମଳେହିପଡା ପଞ୍ଚାୟତରେ ବୁଧବାର ପିଡିଏସ୍‌ ଚାଉଳକୁ ସରପଞ୍ଚ ହାବିଲ ସାହୁ ଫେରାଇ ଦେଇଥିବା ଜଣାପଡିଛି। ଘଟଣା...

Play 250+ Trending Games
Archives

Model This Week

Why Dharitri