ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଳିବ ୪୦ହଜାର କୋଟି

ନୂଆଦିଲ୍ଲୀ,୫-୬: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୪୦ ହଜାର କୋଟି ଟଙ୍କା ପୁନଃପୁଞ୍ଜିକରଣ ବାବଦରେ ଦେଇପାରେ। ଋଣ ବିତରଣକୁ ଅଧିକ ସୁଦୃଢ କରିବା ଲାଗି ସରକାର ଏହି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ବଜେଟରେ ଏ ସମ୍ପର୍କରେ ଘୋଷଣା କରାଯାଇପାରେ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଋଣ ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଲାଗି ସରକାର ଏଭଳି ଏକ ଯୋଜନା ସମ୍ପର୍କରେ ବିଚାର କରୁଛନ୍ତି। ସେ କହିଛନ୍ତି ଯେ, ଏହି ପୁଞ୍ଜି ଯୋଗୁ ଋଣ ପ୍ରଦାନ ସହଜ ହେବ ଏବଂ କେତେକ ଦୁର୍ବଳ ବ୍ୟାଙ୍କ ନିୟାମକୀୟ ନିୟମ ପାଳନ କରିପାରିବେ। ପ୍ରାୟ ୫ ବ୍ୟାଙ୍କ ଅଦ୍ୟାବଧି ପ୍ରମ୍ପଟ କରେକ୍ଟିଭ ଆକ୍ସନ(ପିସିଏ) ଅଧୀନରେ ରହିଛି। ସରକାର ଗତ ଆର୍ଥିକ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ରେକର୍ଡ ୧.୬ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ପକ୍ଷରୁ ମେଗା ସ୍ବାସ୍ଥ୍ୟ ସଚେତନତା ଅଭିଯାନ

ଭୁବନେଶ୍ୱର, ୨୦।୨: ବେଦାନ୍ତ ଆଲୁମିନିୟମ୍‌ର ଓଡ଼ିଶା ୟୁନିଟ ପକ୍ଷରୁ ନିକଟରେ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ସୁନ୍ଦରଗଡ଼ଠାରେ ଶୁଭାରମ୍ଭ କରାଯାଇଥିଲା। ଏପରିକି କମ୍ପାନୀ ଗତ ସପ୍ତାହବ୍ୟାପୀ...

ପେଟ୍ରୋଲ-ଡିଜେଲ ବିକ୍ରି ପରିମାଣ ବୃଦ୍ଧି

ନୂଆଦିଲ୍ଲୀ,୨।୬ : ଭାରତ ବଜାରରେ ପେଟ୍ରୋଲ ଓ ଡିଜେଲର ବିକ୍ରି ଚଳିତ ବର୍ଷ ମେ ମାସରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ବିଶେଷକରି ଗ୍ରୀଷ୍ମର ପ୍ରକୋପ ସାଙ୍ଗକୁ...

ପିଏମ୍‌ କିଷାନରେ ଦିଆଯିବ ୧୭ ହଜାର କୋଟି

ନୂଆଦିଲ୍ଲୀ,୨୯।୭: କୃଷକମାନଙ୍କର ଉନ୍ନତି ଲାଗି ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା ବା ପିଏମ୍‌ କିଷାନ ଯୋଜନା ଘୋଷଣା କରିଛନ୍ତି। ସରକାର ଏହି ଯୋଜନାର ୬ଷ୍ଠ...

ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରାନବାକ୍ସିର ପୂର୍ବତନ ପ୍ରମୋଟର ଭ୍ରାତା ମାଲବିନ୍ଦର ମୋହନ ସିଂହ(୪୫) ଏବଂ ଶିବିନ୍ଦର ମୋହନ ସିଂହ(୪୩)ଙ୍କ ଘରେ ଗୁରୁବାର ଚଢ଼ାଉ କରିଛି। ମନିଲଣ୍ଡରିଂ...

ବଢୁଛି ବ୍ୟାଙ୍କ ଠକେଇ: ୨୦୧୮-୧୯ରେ ଧରାପଡିଛି ୭୧,୫୦୦ କୋଟି

ମୁମ୍ବାଇ,୪-୬: ଆର୍ଥିକ ବର୍ଷ ୨୦୧୮-୧୯ରେ ୭୧,୫୦୦ କୋଟି ଟଙ୍କାର ୬୮୦୦ ବ୍ୟାଙ୍କ ଠକେଇ ଧରାପଡିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ କୁହାଯାଇଛି। ଏହାର ପୂର୍ବବର୍ଷ...

ମାନ୍ଦାବସ୍ଥାକୁ ନେଇ ଟ୍ରମ୍ପ ଭୟଭୀତ;ଟିକସ ହ୍ରାସ, ଟାରିଫ ପ୍ରତ୍ୟାହାର ବିଚାର

ନୂଆଦିଲ୍ଲୀ,୨୧-୮: ଚାଇନା ସହିତ ବାଣିଜ୍ୟ ଯୁଦ୍ଧ ଆରମ୍ଭ ଯୋଗୁ ଆସନ୍ତା ୨ ବର୍ଷ ଭିତରେ ଆମେରିକା ଅର୍ଥନୀତିରେ ମାନ୍ଦାବସ୍ଥା ଗ୍ରାସ କରିବ ବୋଲି ବିଶ୍ୱର ଅର୍ଥନୀତିଜ୍ଞମାନେ...

୩୦ରୁ ୩୫ ଟଙ୍କା କମ୍‌ ଦରରେ ମିଳିପାରିବ ପେଟ୍ରୋଲ

ନୂଆଦିଲ୍ଲୀ,୨୦।୯: ପେଟ୍ରୋଲ ଏବଂ ଡିଜେଲ ସାମଗ୍ରୀ ଓ ସେବା ଟିକସ୍‌(ଜିଏସ୍‌ଟି) ପରିସରଭୁକ୍ତ ହେଲେ ତେଲ ଦର ୩୦ରୁ ୩୫ ଟଙ୍କା ହ୍ରାସ ହେବ ବୋଲି ଭାଜପା...

୭ରୁ ୭ମ ବିଆଇଟିଏଫ୍‌

ଭୁବନେଶ୍ୱର,୨୯।୯: ରାଜ୍ୟର ପ୍ରମୁଖ ଇଭେଣ୍ଟ ଆଣ୍ଡ ପ୍ରଦର୍ଶନୀଭିତ୍ତିକ ଘରୋଇ ସଂସ୍ଥା ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରା.ଲି .(ଜେଇଏମ୍‌) ପକ୍ଷରୁ ୭ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା...

Advertisement
Archives

Model This Week