Posted inଜାତୀୟ

ରାସନ କାର୍ଡଧାରୀଙ୍କୁ ମିଳିପାରେ ଆଉ ୧ କିଲୋ ଅଧିକ ଗହମ, ଚିନି, ଚାଉଳ

ନୂଆଦିଲ୍ଲୀ,୩।୬: ଖୁବ୍‌ଶୀଘ୍ର ରାସନ କାର୍ଡଧାରୀଙ୍କୁ ଅଧିକ ୧ କିଲୋ ଚାଉଳ, ଚିନି ଓ ଗହମ କେନ୍ଦ୍ର ସରକାର ଦେଇପାରନ୍ତି ବୋଲି କୁହାଯାଉଛି। ଏହାମଧ୍ୟ ସବ୍‌ସିଡି ଦରରେ ମିଳିବ। ଯଦି ଏହା ଲାଗୁ କରାଗଲା ତେବେ ଏହାଦ୍ୱାରା ୧୬.୩ କୋଟି ଲୋକ ଉପକୃତ ହେବେ ବୋଲି କୁହାଯାଉଛି। ଏବେ ୨.୫ କୋଟି ପରିବାରଙ୍କୁ ଏହି ସବୁିଧା ମିଳୁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି

ନୂଆଦିଲ୍ଲୀ,୧୨।୧୧: କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଥରୁର ଦେଇଥିବା ବିବାଦୀୟ ବୟାନ ମାମଲାରେ ଦିଲ୍ଲୀ...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୮ ।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଟୁଇଟ୍ କରି ସେ କହିଛନ୍ତି ମୋଦି ସରକାର...

ବିହାରରେ ପୋଷ୍ଟର ଓ୍ବାର

ପାଟନା,୭।୩: ବିହାର ବିଧାନସଭା ନିର୍ବାଚନ ପାଇଁ ସମୟ ବାକିଥିବା ବେଳେ ଏବେଠାରୁ ରାଜନୀତି ହେଲାଣି ସରଗରମ। ବିଭିନ୍ନ ରାଜନୈତିକ ଦଳ ପରସ୍ପର ମଧ୍ୟରେ କଥା କଟାକଟି...

ବିମାନରେ ବସି ହାଇଜ୍ୟାକ୍‌ ବିଷୟରେ କଥା ହେଉଥିଲେ ଯାତ୍ରୀ, କର୍ମଚାରୀଙ୍କ ଅଭିଯୋଗରେ ହେଲେ ଗିରଫ

ଭିଷ୍‌ତରା ଏୟାର ଲାଇନ୍ସର ବିମାନ ଉଡ଼ାଣ ସମୟରେ ରିତେଶ ସଞ୍ଜୟକୁକର ଜୁନେଜା ନାମକ ଜଣେ ପୁରୁଷ ଯାତ୍ରୀଙ୍କୁ ବିମାନ କର୍ମଚାରୀ ସଦସ୍ୟଙ୍କ ଅଭିଯୋଗରେ ଗିରଫ କରାଯାଇଛି।...

୬ ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ: ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୨୯।୧୨: କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଭାରତରେ ଆତଙ୍କ ଦେଖାଦେଇଛି। ବ୍ରିଟେନ୍‌ରୁ ଫେରିଥିବା ୬ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ଭାରତ ସରକାରଙ୍କ ପକ୍ଷରୁ...

ହ୍ରିତିକ୍‌ ରୋଶନଙ୍କ ଭଳି ଡ୍ୟାନ୍ସ କରି ଚର୍ଚ୍ଚାରେ ୭୦ବର୍ଷୀୟ ଡାକ୍ତର

ଜୟପୁର,୨୪।୧୨: ଡାନ୍ସର ଅଙ୍କଲ, ଡାନ୍ସର ଚାଚା ପରେ ଏବେ ଇଣ୍ଟରନେଟ ଦୁନିଆରେ ସେନ୍‌ସେସନ୍‌ ପାଲଟିଛନ୍ତି ଡାନ୍ସର ଡାକ୍ତର। ୭୦ବର୍ଷ ବୟସରେ ଉକ୍ତ ଡାକ୍ତର ଜଣକ ବଲିଉଡ୍‌...

ଡିଆରଡିଓ-ଭାରତୀୟ ନୌସେନାକୁ ସଫଳତା, ଉଡାଇଲେ ମାନବ ବିହୀନ ବିମାନ…

ବେଙ୍ଗାଲୁରୁ,୧୮।୬ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ଦଳ ଏକ ମାନବ ବିହୀନ ବିମାନକୁ ସଫଳତାର ସହ ପ୍ରଦର୍ଶନ...

କ୍ୟାନସରର ଅଧିକ ଶିକାର ହେଉଛନ୍ତି ଯୁବଗୋଷ୍ଠୀ, ବର୍ଷକରେ ମରୁଛନ୍ତି ୧୦ଲକ୍ଷରୁ ଅଧିକ

ଏଡିନବର୍ଗ,୬।୯: ଏକ ଅଧ୍ୟୟନରୁ ଜଣାପଡିଛି କି, କ୍ୟାନସରରେ ଅଧିକ ଯୁବକମାନେ ଶିକାର ହେଉଛନ୍ତି। ତିନି ଦଶନ୍ଧି ମଧ୍ୟରେ ୫୦ ବର୍ଷରୁ କମ ଲୋକଙ୍କୁ କ୍ୟାନସର ହେବାର...

Advertisement
Archives

Model This Week