ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ ମାନସଙ୍କ କହିବା ଅନୁଯାୟୀ, ବାପା ରବିବାର ଆନନ୍ଦପୁର ପୌରପରିଷଦ ପଦ୍ମପୁର ସାଇକେଲ ଯୋଗେ କାମ କରିବାକୁ ଯାଇଥିଲେ। ରାତି ପର୍ଯ୍ୟନ୍ତ ଫେରି ନ ଥିଲେ। ରାତି ସାରା ପରିବାର ପକ୍ଷରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ କିନ୍ତୁ ତାଙ୍କୁ ପାଇ ନ ଥିଲେ। ସୋମବାର ସକାଳୁ ମୃତଦେହ ସମ୍ପର୍କରେ ସୂଚନା ପାଇ ସନାତନଙ୍କ ପରିବାର ଲୋକେ ଏବଂ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଲାମ ପରେ ଖଣିରେ ନିଯୁକ୍ତି ନେଇ ଶଙ୍କାରେ ଶ୍ରମିକ: ୨୦ରେ ସଚିବାଳୟ ସମ୍ମୁଖରେ ଧାରଣା

ଯୋଡ଼ା, ୧୯।୧(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଖଣି ନିଲାମ ପ୍ରକ୍ରିୟା। ଏଭଳି ସ୍ଥିତିରେ ନିଲାମ ହେଉଥିବା ଖଣିରେ କାର୍ଯ୍ୟରତ ଶ୍ରମିକ, ବନ୍ଦ ଥିବା ଖଣି...

ଅଭିଯୁକ୍ତଙ୍କ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକ

ବାରିପଦା ଅଫିସ/ବୈଶିଙ୍ଗା,୪ା୧୨- ଏକ ଛାତ୍ରୀ ଅସଦାଚରଣ ମାମଲାର ଅଭିଯୁକ୍ତ ମାସେରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସ ଗୁରୁତ୍ୱ ଦେଉ...

ଭୋକ ଉପାସରେ ୧୫୭୯ କଳାକାର

କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଗାଁରେ ଆଉ କେନ୍ଦରା  ସ୍ବର ଶୁଭୁନାହିଁ। ପାଲା, ଦାସକାଠିଆରେ ଲୋକଙ୍କ ରାତି ଆଉ ପାଉ ନାହିଁ। କଣ୍ଢେଇ ଲୋକ କଳା ବିଲୁପ୍ତ...

ରିଭର୍ସ ସ୍ପିଡ୍‌ ପେଣ୍ଟିଂ ମାଧ୍ୟମରେ ବିଶ୍ୱକପ୍‌ର ଶୁଭେଚ୍ଛା ଜଣାଇଲେ ଆୟୁଷ

ପୁରୀ ଅଫିସ, ୧୨ା୧: ବୁଧବାରଠାରୁ ହକି ବିଶ୍ୱକପ୍‌ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସାରା ଦେଶରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ପୁରୀର ଚିତ୍ରଶିଳ୍ପୀ ଆୟୁଷ...

ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ...

ଡକାୟତି ପାଇଁ କରୁଥିଲେ ଯୋଜନା, ବାନ୍ଧିଲା ପୋଲିସ

ପୁରୀ ଅଫିସ,୨୪।୧୦: ଡକାୟତି ଯୋଜନା କରୁଥିବାବେଳେ କୁମ୍ଭାରପଡ଼ା ଥାନା ପୋଲିସ ଦୁର୍ବୃତ୍ତଙ୍କୁ କାବୁ କରିନେଇଛି। ୪ ଦୁର୍ବୃତ୍ତଙ୍କ ସହ ସେମାନଙ୍କଠାରୁ ମାରଣାସ୍ତ୍ର, ଦୁଇଟି ଜୀବନ୍ତ ବୋମା...

ପରୀ ହତ୍ୟା ମାମଲା: ଦାଖଲ ହେଲା ଚାର୍ଜସିଟ୍‌

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍‌ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆସିକା,୧୯ା୧(ଡି.ଏନ୍‌.ଏ)- ଆସିକା ଥାନା କାଳଷଣ୍ଢପୁର ଗ୍ରାମରେ ରବିବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ରାଜେଶ୍ୱର ମହାନ୍ତି (୩୫)। ଏ...

Advertisement
Archives

Model This Week