ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ ମାନସଙ୍କ କହିବା ଅନୁଯାୟୀ, ବାପା ରବିବାର ଆନନ୍ଦପୁର ପୌରପରିଷଦ ପଦ୍ମପୁର ସାଇକେଲ ଯୋଗେ କାମ କରିବାକୁ ଯାଇଥିଲେ। ରାତି ପର୍ଯ୍ୟନ୍ତ ଫେରି ନ ଥିଲେ। ରାତି ସାରା ପରିବାର ପକ୍ଷରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ କିନ୍ତୁ ତାଙ୍କୁ ପାଇ ନ ଥିଲେ। ସୋମବାର ସକାଳୁ ମୃତଦେହ ସମ୍ପର୍କରେ ସୂଚନା ପାଇ ସନାତନଙ୍କ ପରିବାର ଲୋକେ ଏବଂ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାକୁକୁରଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲକ୍‌ଡାଉନ୍‌ ଯୋଗୁ ୧୦ ଦିନ ହେଲା ବୁଲା କୁକୁରମାନେ ଖାଇବାକୁ ପାଉନାହାନ୍ତି। ଫଳରେ ଏହି କୁକୁରମାନଙ୍କ...

ମାରଣାସ୍ତ୍ର ଦେଖାଇ ଆତଙ୍କ, କାବୁ କଲେ ଏସ୍‌ଏଚ୍‌ଜି ମହିଳା

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନାର ଲୁହାଖାନ ଗ୍ରାମରେ ଶନିବାର ପିସ୍ତଲ, ଛୁରୀ ଭଳି ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା...

ନଗରଭବନଠାରେ ବିଶ୍ୱ ପରିବେଶ ଦିବସ ପାଳିତ: ପ୍ରକୃତିବନ୍ଧୁମାନଙ୍କୁ ପୁରସ୍କାର ପ୍ରଦାନ

କେନ୍ଦୁଝର,୫।୬( ସ୍ବ.ପ୍ର.): କେନ୍ଦୁଝର ଜିଲା ନଗରଭବନଠାରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଡିଏଫ୍‌ଓ ସନ୍ତୋଷ ଯୋଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ...

ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟକୁ ନେଇ ହାତାହାତି

ଉଦଳା,୧୪ା୩(ଡ଼ି.ଏନ୍‌.ଏ.)- ବକେୟା ବିଲ୍‌ ଆଦାୟ ନ ହେବାରୁ ବିଦ୍ୟୁତ୍‌ କାଟକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲା ଉଦଳା ନେସ୍କୋ କାର୍ଯ୍ୟାଳୟ କର୍ମଚାରୀ ଏବଂ ଉପଭୋକ୍ତା ମୁହଁାମୁହିଁ...

ଅନ୍ତରୀଣ କମିଟି ଗଠନକୁ ବିରୋଧ

କଟକ ଅଫିସ୍‌,୨୦।୫: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ସ୍ଥଗିତ ରଖିଛନ୍ତି। ଏଣୁ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ଅନ୍ତରୀଣ କମିଟି...

ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ...

ଲେପ୍ରୋସି କଲୋନୀରେ ପଙ୍ଖା ବଣ୍ଟନ

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଫନୀ ପରେ ଭଞ୍ଜନଗରରେ ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ଭଞ୍ଜନଗରରେ ତାପମାତ୍ରା ସର୍ବାଧିକ ୪୨ ଡ଼ିଗ୍ରୀ ଥିବାବେଳେ ସର୍ବନିମ୍ନ ୨୬ ଡ଼ିଗ୍ରୀ ରହିଥିଲା।...

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବାଲେଶ୍ୱର ଅଫିସ, ୧୦।୪: ବାଲେଶ୍ବର ସଦର ଥାନା ଶୋଇପୁରରୁ ଶନିବାର ପୂର୍ବାହ୍ନରେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଶେଖପାଟଣା ଅଞ୍ଚଳର ଚକ୍ରଧର ବାରିକ।...

Play 250+ Trending Games
Archives

Model This Week

Why Dharitri