ରାସ୍ତାକଡ଼ରୁ ଅସହାୟଙ୍କୁ ଉଦ୍ଧାର କରି ଭିମ୍‌ସାରରେ ଭର୍ତ୍ତି କଲେ ସାମାଜିକ କର୍ମୀ

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସମସ୍ତଙ୍କୁ ଭୟାତୁର କରିଛି । ରାସ୍ତା କଡରେ ପଡି ରହିଥିବା ଅସହାୟମାନଙ୍କୁ ମଧ୍ୟ ସେବା କରିବା ପାଇଁ ଜନସାଧାରଣ ଭୟ କରୁଛନ୍ତି । କିନ୍ତୁ ଅନେକ କ୍ଷେତ୍ରରେ ସାମାଜିକ କର୍ମୀମାନେ ଭୟଭୀତ ନ ହୋଇ ଅସହାୟଙ୍କୁ ସହଯୋଗ କରୁଥିବା ନଜିର ରହିଛି । ବୁର୍ଲା ଭିମ୍‌ସାର ସମ୍ମୁଖ ରାସ୍ତାରେ ୨ ଦିନ ହେବ ଜଣେ ଅଜଣା ବ୍ୟକ୍ତି ଅସହାୟ ବ୍ୟକ୍ତି ପଡି ରହିଥିଲେ, ଯାହାଙ୍କ ବୟସ ପ୍ରାୟ ୫୫ ବର୍ଷ ଭିତରେ ହେବ । କିନ୍ତୁ କେହି ତାଙ୍କୁ ଆହା ମଧ୍ୟ କରୁ ନ ଥିଲେ । ଭିମ୍‌ସାରରେ କାର୍ଯ୍ୟରତ ସୁରକ୍ଷା କର୍ମୀଙ୍କଠାରୁ ଏହି ଖବର ପାଇ ଗୁରୁବାର ପୂର୍ବାହ୍ନ ସାଢ଼େ ୧୦ଟାରେ ବୁର୍ଲାର ସାମାଜିକ କର୍ମୀ ବାବା ବାଗ, ସନ୍ତୋଷ ବାହାଦୁର, କୈଳାଶ ସୁନା ପ୍ରମୁଖ ଅସହାୟଙ୍କୁ ନେଇ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri