Posted inଜାତୀୟ

ରାସ୍ତାକଡ଼ରୁ ମକା କିଣି ଖାଇଲେ ଅଖିଳେଶ

ବାରବାଙ୍କି,୯।୬: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରାସ୍ତାକଡ଼ରୁ ମକା କିଣି ଖାଇବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଶନିବାର ଅଖିଳେଶ ବାରବାଙ୍କିରେ ମଦ ପିଇ ମୃତ୍ୟୁ ହୋଇଥିବା ପରିବାର ସଦସ୍ୟଙ୍କୁ ଭେଟିବାକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ ହଠାତ୍‌ ତାଙ୍କ ଗାଡ଼ି ରାମନଗରର କେଶରିପୁରଠାରେ ଥିବା ଲେବଲ୍‌ କ୍ରସିଂ ନିକଟରେ ଅଟକି ଯାଇଥିଲା। ସେଠାରେ ଜଣେ ବ୍ୟକ୍ତି ରାସ୍ତା କଡ଼ରେ ମକା ବିକ୍ରି କରୁଥିଲେ। ଅଖିଳେଶ ଗାଡ଼ି ଅଟକାଇ ମକାର ଦାମ୍‌ ସହ ଏହା ମିଠା ଅଛି କି ନା ବୋଲି ପଚାରିଥିଲେ। ତେବେ ମକା ବିକାଳି ଜଣକ ନମ୍ରତାର ସହ ମିଠା ମକା ବୋଲି କହି ଏହାର ଦାମ୍‌ ଦଶ ଟଙ୍କା ବୋଲି କହିଥିଲେ। ଅଖିଳେଶ ତାଙ୍କଠାରୁ ଏକ ମକା କିଣି ଖାଇ ସେଠାରୁ ଚାଲି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଉଡିଆଙ୍କ ସେବା କଲେ ମୁସଲମାନ ବିଧାୟକ: କହିଲେ ଜୟ ଶ୍ରୀରାମ

ନୂଆଦିଲ୍ଲୀ,୩୦।୭: ଆମ ଆଦମୀ ପାର୍ଟି(ଆପ୍‌)ର ମୁଖ୍ୟ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀରେ ଶିବଭକ୍ତଙ୍କ ପାଇଁ ଆୟୋଜିତ ହୋଇଥିବା ଶିବିରର ତଦାରଖ କରିଥିଲେ।...

ସୁରକ୍ଷା କର୍ମୀ ମାଓବାଦୀ ମୁହାଁମୁହିଁ: ଲକ୍ଷେ ଟଙ୍କା ପୁରସ୍କାର ଘୋଷିତ ଥିବା ମାଓବାଦୀ ନିହତ

ରାୟପୁର,୨୩।୭: ଛତିଶଗଡ଼ ସୁକମାର ବିରାଭଟ୍ଟି ଜଙ୍ଗଲରୁ ଡିଆରଜି ଯବାନ ଜଣେ ମାଓବାଦୀଙ୍କ ମୃତଦେହ ଜବତ କରିଛନ୍ତି। ସେଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

୭ଦିନିଆ ରିମାଣ୍ଡରେ ଗଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଭାଇ

ମୁମ୍ବାଇ,୧୮।୨: ଅଣ୍ଡରୱାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ କାସକରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ମନି ଲଣ୍ଡରିଂ ମାମଲାରେ ଅଧିକ ପଚରା ଉଚରା ପାଇଁ ଇକ୍‌ବାଲଙ୍କୁ...

ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…

ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ...

୨୦୨୦ ମାର୍ଚ୍ଚ ପରେ ଆଜି ଦେଶରେ ସର୍ବନିମ୍ନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ...

କେରଳ ସରକାର ଶ୍ରୀଲଙ୍କା ପଠାଇବେ ୧୫ ଜଣିଆ ଡାକ୍ତରି ଟିମ୍‌

ଥିରୁଭାନନ୍ତପୁରମ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏବେ ପର୍ଯ୍ୟନ୍ତ ୨୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକେ ଗୁରୁତର ଆହତ ହୋଇ ଚିକିତ୍ସିତ...

ଏକ୍ସପ୍ରେସ୍‌ଓ୍ବେରେ ବିମାନର ଜରୁରୀ ଅବତରଣ

ଗାଜିଆବାଦ,୨୩।୧: ଉତ୍ତରପ୍ରଦେଶ ଗାଜିଆବାଦର ସହରପୁର ଗାଁ ନିକଟରେ ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ୍‌ଓ୍ବେରେ ଗୁରୁବାର ଏକ ବିମାନକୁ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ଯାନ୍ତ୍ରୀକ ତୃଟି...

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ହାଇଦ୍ରାବାଦ,୧୧।୧: ତେଲେଙ୍ଗାନାର ସିଡିପେଟ୍‌ ଜିଲାର ମୁନିଗଡପାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ କଲଭର୍ଟକୁ ପିଟି ହୋଇ ନିର୍ମାଣଧୀନ କେନାଲକୁ ଖସିପଡିଛି। ଫଳରେ ଗୋଟିଏ ପରିବାରର...

Advertisement
Archives

Model This Week