ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିତ୍ରଡା,୧୦ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରାଶୋଳ ଗ୍ରାମର ଦିଲ୍ଲୀପ କୁମାର ମହାନ୍ତ। ସେ ଗତ ୨ ବର୍ଷ ହେବ ଶ୍ୱଶୁର ଘର ବୈଶିଙ୍ଗା ଥାନା ଅଧୀନ ଗୋଡ଼ଗଡ଼ିଆରେ ରହୁଥିଲେ। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା ପରେ ଗାଁ ମୁଣ୍ଡରେ ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଖବରପାଇ ବେତନଟୀ ଏବଂ ମୋରଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ମେଡିକାଲ ପଠାଯାଇଛି। ଏଥିନେଇ ଥାନାରେ ଏକ ମାମଲା(ନଂ.୯୦/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?