ରାସ୍ତାକଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ପଦ୍ମପୁର, ୩୦।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର-ବିରସ ରାସ୍ତାପାର୍ଶ୍ୱ ପାଇକ ସାହି ଛକ ନିକଟ ନାଳରୁ ଶୁକ୍ରବାର ସକାଳେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ଯୁବତୀ ସାଲଓ୍ବାର ପଞ୍ଜାବୀ ପିନ୍ଧିଥିବା ବେଳେ ପାଦରେ ଚପଲ ଥିବା ଦେଖିବାକୁ ମିଳିଛି। ଖବର ପାଇ ନାୟକାଣିଡିହ ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାନ୍‌ସୀରେ ବିବାହ ଦେବାକୁ ମା’ବାପା ନେଇଥିଲେ ନିଷ୍ପତ୍ତି: ଘର ଛାଡ଼ିଥିବା ଦୁଇ ନାବାଳିକା ଭଉଣୀ ଉଦ୍ଧାର

ରଣପୁର,୨୯।୯(ସ୍ବ.ପ୍ର.)-ଦୁଇ ନାବାଳିକା ଝିଅଙ୍କୁ ଝାନ୍‌ସୀରେ ବିବାହ ଦେବା ପାଇଁ ମା’ବାପା କଥା ହେଉଥିଲେ। ଏହା ଶୁଣି ଭୟଭୀତ ହୋଇଯାଇଥିଲେ ୨ ଝିଅ। ତେଣୁ ଘର ଛାଡି...

ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା

ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର...

୫ ଦଫା ଦାବି: ସିଏମ୍‌ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ

କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍‌ସି) ସମ୍ମୁଖରେ ଗଣ ବିକ୍ଷୋଭ...

ଗଛରେ ପିଟିହେଲା ପର୍ଯ୍ୟଟକଙ୍କ କାର୍‌: ୩ ଗୁରୁତର, ୨ ଆହତ

ଗୋପ,୧୦।୧୦(ଡି.ଏନ୍‌.ଏ.): ଗୋପ-କୋଣାର୍କ ରାସ୍ତାର ଜୁଣେଇ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। କୋଣାର୍କ ବୁଲିବାକୁ ଯାଉଥିବା ଭଦ୍ରକ ଅଞ୍ଚଳର ଏକ କାର୍‌(ଓଡି୨୨ଏଲ୍‌୪୫୫୫) ଗଛରେ...

୩ ଗୁହାଳ ଜଳିଗଲା : ୨୬ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୯(ଡି.ଏନ୍‌.ଏ.) : ଭଦ୍ରକ ସଦର ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତର ଚଳପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ଟି ଗୁହାଳ ଜଳିଯାଇଛି। ଗ୍ରାମର...

ଆତ୍ମହତ୍ୟା କରିବା ସମୟରେ ଭାଙ୍ଗିଗଲା ଗଛ ଡାଳ, ତଥାପି ବଞ୍ଚିଲେନି ଯୁବକ

ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆଁ ଗାଁ ନୂଆ ସାହି ଗାଁମୁଣ୍ଡ ଆକାଶିଆ ଗଛ ମୂଳରେ ଗୁରୁବାର ସକାଳୁ ଜଣେ ୨୩...

ଭୋଗରାଇରେ ପୁଣି ଲଜ୍ଜା: ଅଶ୍ଳୀଳ ଭିଡିଓ ଶୁଟିଂ କରି ବ୍ଲାକମେଲିଂ

ଭୋଗରାଇ, ୧୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଉପାନ୍ତ ତାଳସାରୀ ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଅନ୍ତରଙ୍ଗ ସମ୍ପର୍କ ରଖିବାକୁ ବାଧ୍ୟ କରି ଏହାର...

ହାତୀ ସୁରକ୍ଷାକୁ ଏନ୍‌ଜିଟି ବଳ

ଯାଜପୁର ଅଫିସ, ୧୯ା୮: ଓଡ଼ିଶାରେ ୧୯୯୦ରୁ ୨୦୦୦ ମଧ୍ୟରେ ବର୍ଷକୁ ହାରାହାରି ହାତୀ ମୃତ୍ୟୁ ହାର ୩୩ ଥିଲା। ୨୦୦୧ରୁ ୨୦୧୦ ମଧ୍ୟରେ ହାରାହାରି ବାର୍ଷିକ...

Advertisement


Archives

Model This Week