ରାସ୍ତାପାର୍ଶ୍ୱରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଛତିଆ,୧୦।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ଦର୍ପଣ କଳକଳା ପୂର୍ତ୍ତ ବିଭାଗ ରାସ୍ତା ତିଳପଦା ନିକଟରେ ଶୁକ୍ରବାର ସକାଳୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଉକ୍ତ ଶିଶୁକନ୍ୟାକୁ କେହି ରାସ୍ତାପାର୍ଶ୍ୱରେ ଫିଙ୍ଗି ଦେଇ ଚାଲି ଯାଇଥିବା ସମ୍ପର୍କରେ ସ୍ଥାନୀୟ ଗ୍ରାମବାସୀ ବୈରୀ ଥାନାକୁ ଖବର ଦେଇଥିଲେ। ପରେ ଗ୍ରାମବାସୀ ଓ ଥାନା କର୍ମଚାରୀଙ୍କ ସହାୟତାରେ ଶିଶୁ କନ୍ୟାକୁ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ଜଣାପଡ଼ିଛି। କିଏ କେଉଁ ପରିସ୍ଥିତିରେ ଶିଶୁକନ୍ୟାଟିକୁ ରାସ୍ତାରେ ଫିଙ୍ଗି ଦେଇ ଚାଲିଯାଇଛନ୍ତି ସେ ସମ୍ପର୍କରେ ତଦନ୍ତ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି।...

ଜଙ୍ଗଲରେ ଥିବା ୧୩ ପ୍ରବାସୀଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ଲୋଇସିଂହା, ୨୫।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହାା ବ୍ଲକ ମାଗୁରବେଡା ଗାଁର ୩ପରିବାରର ୧୩ପ୍ରବାସୀ ଶ୍ରମିକ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିବାର ବ୍ୟବସ୍ଥା ନ ହେବାରୁ ନିକଟସ୍ଥ ଜଙ୍ଗଲରେ...

ଛେଳିଆ ମାଝି ହତ୍ୟାକାଣ୍ଡ ଘଟଣା: ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍‌ ସୋମଶେଖର...

ବଡ଼ବିଲ କୋର୍ଟରେ ଯୋଗଦେଲେ ନୂତନ ଜେଏମ୍‌ଏଫ୍‌ସି

ବଡ଼ବିଲ,୨୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟରେ ଗତ ୨୩ ତାରିଖରୁ ଖାଲିପଡ଼ିଥିବା ମାଜିଷ୍ଟ୍ରେଟ ପଦବୀ ଶନିବାର...

ଲକ୍‌ଡାଉନ୍‌: କଳାବଜାର ରୋକିବାକୁ ଦେବଗଡ଼ ଜିଲା ପୋଲିସର ବୈଠକ

ଦେବଗଡ଼,୨୮।୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାର ରୋକିବା ପାଇଁ ଦେବଗଡ଼ ଆଦର୍ଶ ଥାନା ପରିସରରେ ଜିଲା ପୋଲିସ ପକ୍ଷରୁ ସ୍ଥାନୀୟ...

ଆଇସ୍କାନ ହୋଇପାରେ ସୁପରସ୍ପ୍ରେଡର

ସମ୍ବଲପୁର,୭ା୫(ବ୍ୟୁରୋ): ସମ୍ବଲପୁର ଜିଲାରେ ଆସନ୍ତା ୧୧ ତାରିଖରୁ ଧାନ କିଣାବିକା ଆରମ୍ଭ ହେବାକୁ ସ୍ଥିର ହୋଇଛି। ଏଥିପାଇଁ କେତେକ ଚାଷୀଙ୍କୁ ଟୋକନ ଦିଆଯାଇଛି। ହେଲେ ଏଥିପାଇଁ...

କ୍ୟାମ୍ପସ୍‌ ହାଲଚାଲ୍‌: ପରୀକ୍ଷାଠୁ ପିକ୍‌ନିକ୍‌ ଯାଏ ଚାଲିଛି ଚର୍ଚ୍ଚା

କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ...

ଏମ୍‌ସିଏଲ୍‌ ପକ୍ଷରୁ ବିଶୋଧନ

ଲଖନପୁର,୧୧।୪(ଡି.ଏନ୍‌.ଏ): ଏମ୍‌ସିଏଲ୍‌ ତରଫରୁ କୁଶ୍ରାଲୋଇ, ଉବୁଡା, କର୍ଲାଯୋରୀ, ଖଲିଆପାଲି, ସୋଲଦିଆ, ଲଖନପୁର ସଦର ମହକୁମା, କିରାରମା, କୁଡାଲୋଇ, ଯୁରାବଗା, ଖଇରକୁନୀ ଓ ବନ୍ଧବାହାଲ ଆଦି ଗ୍ରାମରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *