ରାସ୍ତାପାର୍ଶ୍ୱରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨।୧(ସ୍ବ.ପ୍ର.): ପୂଜା ସାମଗ୍ରୀ ଆଣିବା ଲାଗି ନିକଟସ୍ଥ ଛକକୁ ଆସିଥିବାବେଳେ ରାସ୍ତାରେ ପାର୍ଶ୍ୱରେ ପଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସାରସକେଲା ଗ୍ରାମର ଦୁଃଶାସନ ନାଏକ(୬୦) ସାରସକେଲା ଛକକୁ ବୁଧବାର ସନ୍ଧ୍ୟାରେ ନଡ଼ିଆ କଦଳୀ ପୂଜା ସାମଗ୍ରୀ କିଣିବାକୁ ଆସିଥିଲେ। ମାତ୍ର ସେ ଆଉ ଘରକୁ ଫେରି ନ ଥିଲେ। ତାଙ୍କ ପୁଅ ଦିଲୀପ ନୂଆବର୍ଷ ପାଇଁ କେନ୍ଦୁଝର ସହର ନିକଟ ବର୍ତ୍ତୀ ଗଣ୍ତସାହି ଅପା ଘରକୁ ଯାଇଥିଲେ। ରାତି ଦୁଃଶାସନ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ବି ପାଇ ନ ଥିଲେ। ତେବେ ଗୁରୁବାର ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେବାରୁ ସେମାନେ ଘଟଣାସ୍ଥଳରେ ପହଞ୍ଚି ଚିହ୍ନିଥିଲେ। ସେ ଅନ୍ଧାରରେ କିଛି ଦେଖି ନ ପାରି ପଡ଼ି ଯାଇଥିବା ବେଳେ ଅଧିକ ଶୀତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବର ପାଇ ପଳାଶପଙ୍ଗାଫାଣ୍ତି ପୋଲିସ ପହଞ୍ଚି ମୃତଦେହ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri