ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରୁ ଦଶ ଫୁଟ ତଳକୁ ଖସି ପଡ଼ିଥିଲା। ଏଥିରେ ଥିବା ୩ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଆମ୍ବୁଲାନ୍ସଟି ରୋଗୀ ଆଣିବା ଲାଗି ଶରତରୁ ମାରସିଙ୍ଗା ଗ୍ରାମକୁ ଯାଉଥିଲା। ଉକ୍ତ ସ୍ଥାନରେ ଗାଡ଼ିଟି ରାସ୍ତା ତଳକୁ ଖସି ଯାଇ ଓଲଟି ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କମୁଛି ଜଳ, ବଢୁଛି ଦୁଃଖ

ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ...

ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି...

ଦିନରେ ଫେରି, ରାତିରେ ଚୋରି

ଖଇରା/ଔପଦା, ୨୦।୧୨(ଡି.ଏନ.ଏ): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ୨ଚୋରଙ୍କୁୁ ଧରି ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ୫ଦିନ ଧରି ଖୋଳତାଡ଼ ପରେ ସେମାନଙ୍କଠାରୁ ନଗଦ ୧.୫ଲକ୍ଷ...

କୋଭିଡ୍‌ ହସ୍‌ପିଟାଲ ନର୍ସଙ୍କ ସ୍ବାବ ପରୀକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା କୁରୁଡ଼ାସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର ସ୍ବାବ ପରୀକ୍ଷା ନିମନ୍ତେ ଦାବି କରାଯାଇଛି। ଶୁକ୍ରବାର ହସ୍‌ପିଟାଲ ସମ୍ମୁଖରେ ନର୍ସମାନେ ୨ଘଣ୍ଟା...

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) – ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ...

ସ୍ବାବ୍‌ ଟେଷ୍ଟ ପାଇଁ ଡରୁଛନ୍ତି ଲୋକେ୍‌

ସିମୁଳିଆ,୧୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ଲକର ସଦର ମହକୁମା ମାର୍କୋଣା...

ବିତିଲାଣି ୨୧ବର୍ଷ, ଭୁଲି ହେଉନି ଦୁଃଖ

ଖଇରା, ୧୭।୧୧(ଡି.ଏନ.ଏ.)-ସେଦିନ ଥିଲା ୧୯୯୮ ନଭେମ୍ବର ୧୭ତାରିଖ ା ବାଲେଶ୍ୱର ଜିଲା ଖଇରା ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନମେଳାର ଆୟୋଜନ କରାଯାଇଥିଲା। ବିଭିନ୍ନ ବିଦ୍ୟାଳୟରୁ ପିଲାମାନଙ୍କର ସୁଅ...

ପୋଖରୀରେ ବୁଡ଼ି ନାବାଳିକାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ଇଚିଣ୍ଡା ବସ୍ତୀର ଜଣେ ନାବାଳିକା ଗୁରୁବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବଜରଙ୍ଗ ବେହେରାଙ୍କ ଝିଅ...

Advertisement
Archives

Model This Week