ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରୁ ଦଶ ଫୁଟ ତଳକୁ ଖସି ପଡ଼ିଥିଲା। ଏଥିରେ ଥିବା ୩ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଆମ୍ବୁଲାନ୍ସଟି ରୋଗୀ ଆଣିବା ଲାଗି ଶରତରୁ ମାରସିଙ୍ଗା ଗ୍ରାମକୁ ଯାଉଥିଲା। ଉକ୍ତ ସ୍ଥାନରେ ଗାଡ଼ିଟି ରାସ୍ତା ତଳକୁ ଖସି ଯାଇ ଓଲଟି ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁ

ପାଟଣା,୧୪।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ହୀରାପଶି ଗ୍ରାମରେ ଜଣେ ୪୩ ବର୍ଷୀୟ ବିବାହିତ ବ୍ୟକ୍ତିଙ୍କ ଶ୍ୱଶୁର ଘରେ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତକ ଜଣକ...

ଗଳାପୋଲ ପାଖରେ ଗଳା କାଟି ଫିଙ୍ଗି ଦେଲେ

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ସହର ସହଦେବଖୁଣ୍ଟା ଥାନା ନିକଟସ୍ଥ ଗଳା ପୋଲ ପାଖରେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ଯୁବକ ଜଣକ ଗଳା ପୋଲ ଅଞ୍ଚଳର...

ଅମ୍ଫନ୍‌ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ

ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି...

ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର...

ଏମିତି ବି ମୃତ୍ୟୁ ଆସେ: ଭତ୍ତା ଟଙ୍କା ଆଣିବା ହେଲା ସ୍ବପ୍ନ

ଖଇରା,୧୬।୩(ଡି.ଏନ୍‌.ଏ.): ମୃତ୍ୟୁ କାହାକୁ କେତେ ବେଳେ ମଧ୍ୟ କବଳିତ କରିପାରେ। ଭତ୍ତା ଆଣିବା ରହିଗଲା ସ୍ବପ୍ନରେ। ଅଧା ରାସ୍ତାରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ...

ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼, ୧୭।୪(ଡି.ଏନ.ଏ.)-ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ସାମାଜିକ ଦୂରତ୍ୱକୁ ରକ୍ଷା କରି ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ...

ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରରେ କୁଢ଼କୁଢ଼ ଆବର୍ଜନା

ନୀଳଗିରି, ୧୪।୯(ସ୍ବ.ପ୍ର.): ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ମଙ୍ଗଳବାର ଅଚାନକ ନୀଳଗିରି ଗସ୍ତ କରି ଏନ୍‌ଏସିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରଥମେ...

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ...

Advertisement
Archives

Model This Week