ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି ଏକ ଖଣିରୁ ଡ୍ରମ୍ପର ଯୋଗେ ଉନ୍ନତମାନର ମାଙ୍ଗାନିଜ ବୋଝେଇ ହୋଇ ଯୋଡା ଅଭିମୁଖେ ଯାଉଥିଲା। ମୁଖ୍ୟ ରାସ୍ତା ଉପରେ  ମାଙ୍ଗାନିଜ ଗୁଡିକ ଟ୍ରକ୍‌ ଡାଲାରୁ ଖସି ପଡିଥିଲା। ଛୋଟ ଯାନବାହାନଠୁ ଆରମ୍ଭ କରି କମାଣ୍ଡର, ଅଟୋ, ବସ୍‌, ମଟରସାଇକେଲ, ଚାରିଚକିଆ ଯାନ ଯାତାୟାତ ଅସୁବିଧାର ସମ୍ମୁଖୀନ ହୋଇଥିଲା। ଏହି ଉନ୍ନତମାନର ମାଙ୍ଗାନିଜ କେଉଁ ଖଣିରୁ ପରିବହନ ହେଉଥିଲା ତାହା ସ୍ପଷ୍ଟ ହୋଇ ନ ଥିଲେ ହେଁ ଏହା ଚୋରା ଚାଲାଣ ହେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୋସେରି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଲଙ୍ଗଳେଶ୍ୱର/ରୂପ୍‌ସା,୧୯।୧୨ (ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଦନେଇପୁର ଗ୍ରାମରେ ଥିବା ଏକ ଗ୍ରୋସେରି ଦୋକାନରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଲୁଟେରାମାନେ...

୧୨ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର

ସଜନାଗଡ଼,୧୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ କାଣ୍ଡଗରଡ଼ିହି ପଞ୍ଚାୟତ ଶିକିରିଆ ଗ୍ରାମରୁ ବୁଧବାର ୧୨ ଫୁଟ୍‌ ଲମ୍ବର ଏକ ଅଜଗର ସାପ...

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ...

ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ...

ଚଳଚଞ୍ଚଳ ଡଗରା ବେଳାଭୂମି

ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ...

କର୍ତ୍ତବ୍ୟରେ ଅବହେଳା: ୨ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର ଅଫିସ, ୨୦ା୯-କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ବାଲେଶ୍ୱର ଏସ୍‌ପି ବି. ଯୁଗୋଳ କିଶୋର କୁମାର ଗୁରୁବାର ଦୁଇ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସେମାନେ...

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣା

ଭୋଗରାଇ,୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଡିହକଖଡ଼ା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ଏବଂ ମଧ୍ୟାହ୍ନ ଭୋଜନରେ ଅନିୟମିତତା ଭଳି ଘଟଣା ନେଇ...

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

Advertisement
Archives

Model This Week