ରାସ୍ତାରେ ଗଦାଗଦା ପଲିଥିନ ପଡ଼ିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତର ତତ୍ପରତା

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅବସ୍ଥା ବେହାଲ ହୋଇପଡ଼ିଥିଲା। ବିଶେଷକରି ପଞ୍ଚାୟତ ଅଧୀନରେ ରହିଥିବା ସମସ୍ତ ଡ୍ରେନ ଜାମ୍‌ ଯୋଗୁ ବର୍ଷାଜଳ ନିଷ୍କାସିତ ହୋଇ ନ ପାରି ରାସ୍ତା ଉପରେ ପ୍ରବାହିତ ହେଉଥିଲା। ଡ୍ରେନରେ ରହିଥିବା ପଲିଥିନ ସହ ଅଳିଆ ଆବର୍ଜନା ଆସି ରାସ୍ତା ଉପରେ ଗଦା ହୋଇରହିବା ସହ ପୁତିଗନ୍ଧମୟ ପରିବେଶ ସୃଷ୍ଟି କରିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଶନିବାର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ତପତ୍ରତା ପ୍ରକାଶ ପାଇବା ସହ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ଅଳିଆ ଆବର୍ଜନାକୁ ସଫା କରାଯାଉଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ଲୋକନାଥ ପଟ୍ଟନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ନେଇ ସୋସିଆଲ ମିଡ଼ିଆରେ ଗୁଜବ, ଗିରଫ ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡିଲା ପୋଲିସ

ପାଇକମାଲ, ୪।୪(ଡିଏନଏ)- ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରିବା ବରଗଡ଼ ଜିଲା ପାଇକମାଲ ଥାନା ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ଜଣେ ଯୁବକ ପ୍ରଶାନ୍ତ...

ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ

ଛତ୍ରପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ...

ନପଙ୍ଗ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ...

ଅବହେଳାରୁ ବାଘ ମୃତ୍ୟୁ

ଢେଙ୍କାନାଳ ଅଫିସ୍‌, ୨୨।୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କୋଇ ସଂରକ୍ଷିତ ଜଙ୍ଗଲରୁ ଗତ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯିବା ପରେ...

୧୦ କିଲୋମିଟର ଗଲେ ମିଳୁଛି ରାଶନ

ଜଗତ୍‌ସିଂହପୁର ଅଫିସ, ୨ା୧୨: ଜଗତ୍‌ସିଂହପୁର ଜିଲାର ବହୁ ଗରିବ ଲୋକଙ୍କୁ ଖାଉଟି ସୁରକ୍ଷା କାର୍ଡରେ ରାଶନ ଚାଉଳ, ଗହମ ଓ କିରୋସିନ ଆଦି ଆଣିବା ପାଇଁ...

ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ...

ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ...

ସବୁଜ ସଂକଳ୍ପର ସାରଥି ‘ସତ୍ୟ’

ଢେଙ୍କାନାଳ ଅଫିସ, ୧୭।୩ – ଆଜି ଚାରାଟିଏ ଲଗାଇ ସାମାନ୍ୟ ଯତ୍ନ ନେଲେ କାଲି ତାହା ଗଛରେ ପରିଣତ ହେବ। ମଲା ପରେ ବି ଏହାକୁ...

Advertisement
Archives

Model This Week