Posted inଜାତୀୟ

ରାସ୍ତାରେ ଛେପ ପକାଇଲେ ଶହେ ଟଙ୍କା ଜରିମାନା: ୧୦ ହଜାର ଲୋକଙ୍କ ଉପରେ ହେଲାଣି କାର୍ଯ୍ୟାନୁଷ୍ଠାନ

ଅହମ୍ମଦାବାଦ୍‌,୨୮।୪: ଗୁଜରାଟରେ ରାସ୍ତାରେ ଛେପ ପକାଉଥିବା ଲୋକଙ୍କ ପାଇଁ କରାଯାଇଛି କଡ଼ା ଆଇନ। ସହରକୁ ପରିଷ୍କାର ରଖିବା ଲାଗି ଅହମ୍ମଦାବାଦ୍‌ ମହାନଗର ପାଳିକା ପକ୍ଷରୁ ଏଭଳି ଲୋକଙ୍କ ଉପରେ ଶହେ ଟଙ୍କା ଜରିମାନା ଦଣ୍ଡ ବିଧାନ କରାଯିବାର ଆଇନ ଜାରି କରାଯାଇଛି। ଇତି ମଧ୍ୟରେ ୧୦ ହଜାର ଲୋକଙ୍କୁ ଜରିମାନା କରାଯାଇଥିବା କୁହାଯାଉଛି। ଦେଶରେ ଏଭଳି ଆଇନ ବ୍ୟବସ୍ଥା ପ୍ରଣୟନରେ ଅହମ୍ମଦାବାଦ୍‌ ପ୍ରଥମ ସହର ହେବାର ମାନ୍ୟତା ଲାଭକରିଛି। ସିସି ଟିଭି ଫୁଟେଜ୍‌ରୁ ମହାନଗର ଆଇନ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନ କରି ଜରିମାନା ଆଦାୟ କରାଯାଉଛି। ଏହା ସହିତ ଗାଡ଼ି ନମ୍ବରରୁ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ଠିକଣା ମିଳିପାରୁଥିବା ମହାନଗର ପାଳିକା ଉଚ୍ଚ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri